Sign in
Sign in
Recover your password.
A password will be e-mailed to you.
ଓଡ଼ିଶାରେ ଡେଲୋଏଟ୍ର ସଂପ୍ରସାରଣ ଦ୍ୱାରା ଯୁବବର୍ଗଙ୍କୁ ବ୍ୟାପକ ନିଯୁକ୍ତି ସୁଯୋଗ ମିଳିବ -ଧର୍ମେନ୍ଦ୍ର ପ୍ରଧାନ
ଓଡ଼ିଶାରେ ଡେଲୋଏଟ୍ର ସଂପ୍ରସାରଣ ଦ୍ୱାରା ଯୁବବର୍ଗଙ୍କୁ ବ୍ୟାପକ ନିଯୁକ୍ତି ସୁଯୋଗ ମିଳିବ ବୋଲି କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ଏକ ଟ୍ୱିଟ୍ ବାର୍ତ୍ତାରେ ଶ୍ରୀ ପ୍ରଧାନ ଏହି ପଦକ୍ଷେପ ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ!-->…
କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଜୁନ୍ ୧୨ ତାରିଖରେ ଟି-୨୦ମ୍ୟାଚ୍
କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଜୁନ୍ ୧୨ ତାରିଖରେ ଟି-୨୦ ମ୍ୟାଚ୍ ଖେଳାଯିବ । ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଏହି ମ୍ୟାଚ୍ ଅନୁଷ୍ଠିତ ହେବ ବୋଲି ଓସିଏ ସମ୍ପାଦକ ସଂଜୟ ବେହେରା ସୂଚନା ଦେଇଛନ୍ତି । ଦକ୍ଷିଣ ଆଫ୍ରିକା ବିପକ୍ଷରେ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ଦ୍ୱିତୀୟ!-->…
ଅମୃତ ସରୋବର କାର୍ଯ୍ୟକ୍ରମ ଆରମ୍ଭ- ଜଳାଶୟର ଚାରିପଟେ ନିମ୍ବ, ଓସ୍ତ ଓ ବରଗଛ
ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଆଜାଦି କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟରେ ଅମୃତ ସରୋବର କାର୍ଯ୍ୟକ୍ରମ ଆରମ୍ଭହୋଇଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ଏ ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ପ୍ରତି ଜିଲ୍ଲାରେ ୭୫ଟି ଅମୃତ ସରୋବର ବାଜଳାଶୟ!-->!-->!-->…
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି -ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲା ପାଇଁ କାଳବୈଶାଖୀ ଜନିତ ଝଡ଼ବର୍ଷା ନେଇ ୟେଲୋ…
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲା ପାଇଁ କାଳବୈଶାଖୀ ଜନିତ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହି ସମୟରେ କୁଆପଥର ମାଡ଼ ସହ ୪୦ରୁ ୫୦ କିଲୋମିଟର!-->!-->!-->!-->!-->!-->!-->…
ଛାତ୍ରଛାତ୍ରୀମାନଙ୍କ ସହ ବାସ୍କେଟ୍ ବଲ୍ ଖେଳିବା ସହ ସେମାନଙ୍କ ଗହଣରେ ବସି ମଧ୍ୟାହ୍ନ ଭୋଜନ କରିଥିଲେ
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ଫାଇଭ୍-ଟି ସଚିବ ଭି.କେ. ପାଣ୍ଡିଆନ୍ ଏବଂ ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ କେନ୍ଦୁଝର ଜିଲ୍ଲାର ବାସୁଦେବପୁରରେ ନିର୍ମାଣାଧୀନ କାନପୁର ବୃହତ୍ ଜଳସେଚନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ପ୍ରକଳ୍ପ!-->…
ନାଲ୍କୋକୁ କୋଇଲା ଯୋଗାଣ ନେଇ ହାଇକୋର୍ଟ ଏମ୍ସିଏଲ୍, କେନ୍ଦ୍ର
ସରକାର ଓ ଅନ୍ୟ ପ୍ରତିପକ୍ଷଙ୍କୁ ନୋଟିସ୍ ଜାରି…
ନାଲ୍କୋକୁ କୋଇଲା ଯୋଗାଣ ନେଇ ହାଇକୋର୍ଟ ଏମ୍ସିଏଲ୍, କେନ୍ଦ୍ର ସରକାର ଓ ଅନ୍ୟ ପ୍ରତିପକ୍ଷଙ୍କୁ ନୋଟିସ୍ ଜାରି କରିଛନ୍ତି । ଏଥିସହିତ ହାଇକୋର୍ଟ କହିଛନ୍ତି ଯେ ଏମ୍ସିଏଲ୍ର ଭରତପୁର ଖଣିରୁ କୋଇଲା ପରିବହନ ପାଇଁ ପୂର୍ବତଟ ରେଳବାଇକୁ ୪ଟି ରେକ୍ ବ୍ୟବସ୍ଥା କରିବା ପାଇଁ ଯଦି ନାଲ୍କୋ!-->…
ପରୀକ୍ଷା ପ୍ରସ୍ତୁତି -ପ୍ରତି ସେଣ୍ଟର ଓ ନୋଡାଲ୍ ସେଣ୍ଟରରେ ନିରାପତ୍ତା ବ୍ୟବସ୍ଥାକୁ କଡ଼ାକଡ଼ି ପ୍ରକ୍ରିୟାକୁ ଶୃଙ୍ଖଳିତ…
ରାଜ୍ୟରେ ଚଳିତମାସରୁ ଆରମ୍ଭ ହେବାକୁ ଯାଉଥିବା ମାଟ୍ରିକ୍ ଏବଂ ଯୁକ୍ତ ଦୁଇ ପରୀକ୍ଷା ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭହୋଇଛି । ଏହି ପରୀକ୍ଷାରେ ସ୍ୱଚ୍ଛତା, କପି ରୋକିବା, ନକଲି ପ୍ରଶ୍ନପତ୍ର ଓ ଗୁଜବକାରୀଙ୍କ ଉପରେ କଡ଼ା ନଜର ରଖିବା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ!-->!-->!-->…
ସୁବାଷ ସିଂ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା
କଟକ ମେୟର ଭାବେ ନିର୍ବାଚିତ ହୋଇଥିବା ସୁବାଷ ସିଂ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ରାଜ୍ୟସଭା ଅଧ୍ୟକ୍ଷଙ୍କନିକଟକୁ ଇସ୍ତଫାପତ୍ର ପଠାଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଶ୍ରୀ ସିଂ ୨୦୨୦ ଏପ୍ରିଲ୍ ମାସରେ ରାଜ୍ୟସଭା ସଦସ୍ୟଭାବେ ନିର୍ବାଚିତହୋଇଥିଲେ ।
ରାଜ୍ୟର ୩ଟି ମେଡ଼ିକାଲ କଲେଜରେ ନୂଆ କ୍ୟାନସର କେୟାର ସେଣ୍ଟର
ରାଜ୍ୟର ୩ଟି ମେଡ଼ିକାଲ କଲେଜରେ ନୂଆ କ୍ୟାନସର କେୟାର ସେଣ୍ଟର ଖୋଲିବା ପାଇଁ ରାଜ୍ୟ ସରକାର ୧୫୫ କୋଟି ୯୨ ଲକ୍ଷ ଟଙ୍କା ମଂଜୁରକରିଛନ୍ତି । ବ୍ରହ୍ମପୁରସ୍ଥିତ ଏମ୍କେସିଜି ମେଡ଼ିକାଲ କଲେଜ ଏବଂ ହସ୍ପିଟାଲରେ କ୍ୟାନସର କେୟାର ସେଣ୍ଟର ସ୍ଥାପନ ଲାଗି ୭୬ କୋଟି ୨୯ ଲକ୍ଷ ଟଙ୍କା ବ୍ୟୟ ହେବ ।!-->…
ବର୍ଷେ ମଧ୍ୟରେ ୧୦ ଲକ୍ଷ ଯୁବପିଢ଼ିଙ୍କୁ ଜାତୀୟ ଆପ୍ରେଣ୍ଟିସିପ୍ ଫ୍ରେମ୍ୱାର୍କ
ସହ ଯୋଡାଯିବାର ଲକ୍ଷ୍ୟ
ବର୍ଷେ ମଧ୍ୟରେ ୧୦ ଲକ୍ଷ ଯୁବପିଢ଼ିଙ୍କୁ ଜାତୀୟ ଆପ୍ରେଣ୍ଟିସିପ୍ ଫ୍ରେମ୍ୱାର୍କ ସହ ଯୋଡାଯିବାର ଲକ୍ଷ୍ୟ ରଖାଯାଇଛି । ଗତକାଲି ନୂଆଦିଲ୍ଲୀଠାରେ ଏକଦିବସୀୟ ପ୍ରଧାନମନ୍ତ୍ରୀ ଜାତୀୟ ଆପ୍ରେଣ୍ଟିସିପ୍ ମେଳାକୁ ଡିଜିଟାଲ୍ ପ୍ଲାଟଫର୍ମରେ ଉଦ୍ଘାଟନ କରି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ!-->…