ଆସନ୍ତା ଶନିବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେକଳବୈଶାଖୀର ପ୍ରଭାବ

56

କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି । ବରଗଡ଼ରେ ଦିନ ତାପମାତ୍ରା ୨୫ ଡିଗ୍ରୀ ସେଲ୍‍ସିୟସ ଥିବାବେଳେ ୧୭ଟି ସହରର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ଠାରୁ କମ୍‍ ଥିଲା ।

ଆସନ୍ତା ଶନିବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କଳବୈଶାଖୀର ପ୍ରଭାବ ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି

Comments are closed, but trackbacks and pingbacks are open.