ବଙ୍ଗୋପ ସାଗରରେ ଲଘୁଚାପ – ରଜ ପୂର୍ବରୁ ଓଡ଼ିଶା ଛୁଇଁବ ମୌସୁମୀ

0 1,759

ଭୁବନେଶ୍ୱର – ଜୁନ୍‌ ୮ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାଷ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୯ତାରିଖରୁ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଏହାର ପ୍ରଭାବରେ ରଜ ପୂର୍ବରୁ ଓଡିଶାକୁ ମୌସୁମୀ ଛୁଇଁବାର ସମ୍ଭାବନା ରହିଛି ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Leave A Reply