ଟ୍ୱିଟ କରି ରଥ ଯାତ୍ରର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ . – ଟ୍ୱିଟ କରି ପ୍ରଧାନମନ୍ତ୍ରୀ ମୋଦୀ ରଥଯାତ୍ରାରେ ଶୁଭ କାମନ ଦେଇଛନ୍ତି । ଏହି ଟ୍ୱିଟରେ ସେ ଅହମ୍ମଦାବାଦରେ ଅନୁଷ୍ଠିତ ରଥଯାତ୍ରାର ଫଟୋ ଦେଇଛନ୍ତି । ଜଗନ୍ନାଥଙ୍କ ନିକଟରେ ସେ ସମସ୍ତଙ୍କର ସ୍ୱାସ୍ଥ୍ୟ , ସୁଖ ଓ ସମୃଦ୍ଧି କାମନା କରିଛନ୍ତି ।
Best wishes to everyone on the special occasion of the Rath Yatra.
We pray to Lord Jagannath and seek his blessings for the good health, happiness and prosperity of everyone.
Jai Jagannath. pic.twitter.com/l9v36YlUQ5
— Narendra Modi (@narendramodi) July 4, 2019