ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ଶୁଖିଲା ରହିବ
ରାଜ୍ୟରେ ଏବେ ଶୀତ କମିଛି ।
ପ୍ରାୟ ସମସ୍ତ ଜିଲ୍ଲାର ତାପମାତ୍ରା ୨ରୁ ୩ ଡିଗ୍ରୀ ଅଧିକ ରହିଛି ।
ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁସାରେ ଆସନ୍ତା ଦୁଇ/ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ ।
ତେବେ ଆସନ୍ତା ୧୮ ଓ ୧୯ ତାରିଖ ଆଡ଼କୁ ରାଜ୍ୟର ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ଶୁଖିଲା ରହିବ ।
ରାଜ୍ୟରେ ଏବେ ଶୀତ କମିଛି । ପ୍ରାୟ ସମସ୍ତ ଜିଲ୍ଲାର ତାପମାତ୍ରା ୨ରୁ ୩ ଡିଗ୍ରୀ ଅଧିକ ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁସାରେ ଆସନ୍ତା ଦୁଇ/ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ । ତେବେ ଆସନ୍ତା ୧୮ ଓ ୧୯ ତାରିଖ ଆଡ଼କୁ ରାଜ୍ୟର ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ଶୁଖିଲା ରହିବ ।