ହକି ଇଣ୍ଡିଆ ପକ୍ଷରୁ ଜାତୀୟ ହକି କ୍ୟାମ୍ପ ପାଇଁ ୩୩ ଜଣ ସମ୍ଭାବ୍ୟ ଖେଳାଳିଙ୍କ ତାଲିକାରେ ଓଡ଼ିଶାରୁ ୩ ଜଣ ସାମିଲ ହୋଇଛନ୍ତି । ସେମାନେ ହେଲେ ଆଜମିନା କୁଜୁର, ମାଧୁରୀ କିଣ୍ଡୋ ଓ ଜ୍ୟୋତି ଛତ୍ରୀ ।
ଏହି ଖେଳାଳିମାନେ ଆସନ୍ତାମାସ ୧୬ ତାରିଖରୁ ବେଙ୍ଗାଲୁରୁସ୍ଥିତ ଭାରତୀୟ କ୍ରୀଡ଼ା ପ୍ରାଧିକରଣରେ ଆୟୋଜିତ ତାଲିମ ଶିବିରରେ ଅଂଶ ଗ୍ରହଣ କରିବେ ।
Comments are closed, but trackbacks and pingbacks are open.