ପାଟକୁରାର ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡିରେ ସାବିତ୍ରୀ ଅଗ୍ରଓ୍ୱାଲ ୩୪୨୬ ଖଣ୍ଡ ଭୋଟରେ ଆଗୁଆ

0 863

ପାଟକୁରା .- ପାଟକୁରା ନିର୍ବାଚନ ଶେଷ ପରେ ବୁଧବାରରେ ଗଣତି ଆରମ୍ଭ ହୋଇଛି । ଏଥିରେ ବିଜେପିର ବରିଷ୍ଠ ନେତା ବିଜୟ ମହାପାତ୍ର ଓ ସ୍ୱର୍ଗତ ବେଦ ପ୍ରକାଶ ଅଗ୍ରଓ୍ୱାଲଙ୍କ ପତ୍ନୀ ସାବିତ୍ରୀ ଅଗ୍ରଓ୍ୱାଲଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦୀତା ଚାଲିଛି ।
ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସାବିତ୍ରୀ ଅଗ୍ରଓ୍ୱାଲ ୬୭୩୫ ଖଣ୍ଡ ଭୋଟ ପାଇଥିବା ବେଳେ ବିଜୟ ମହାପାତ୍ରା ୩୮୦୮ ଖଣ୍ଡ ଭୋଟ ପାଇଛନ୍ତି । ସାବିତ୍ରୀ ୩୦୨୭ ଖଣ୍ଡ ଭୋଟ ଅଧିକ ପାଇ ଆଗରେ ରହିଛନ୍ତି ।
ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ୩୪୨୬ ଖଣ୍ଡ ଭୋଟ ଆଗୁଆ ଅଛି ।

Leave A Reply