ପବିତ୍ର କାର୍ତ୍ତିକ ମାସର ବଡ ଏକାଦଶୀ ତିଥି ଠାରୁ ପଞ୍ଚକ ବ୍ରତ ଆରମ୍ଭ

0 91

ପବିତ୍ର କାର୍ତ୍ତିକ ମାସର ବଡ ଏକାଦଶୀ ତିଥି ଠାରୁ ପଞ୍ଚକ ବ୍ରତ ଆରମ୍ଭ ହୋଇଛି । ଏଥିସହ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ଦେବ ଉତ୍ଥାପନ ଯାତ୍ରାର ମଧ୍ୟ ଆୟୋଜନ କରାଯାଇଛି ।

ପଞ୍ଚକର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କୁ ଲକ୍ଷ୍ମୀ-ନାରାୟଣ ବେଶରେ ସଜ୍ଜିତ କରାଯାଇଛି । କୋଭିଡ୍‍ କଟକଣାକୁ ଦୃଷ୍ଟିରେ ରଖି ଚଳିତବର୍ଷ ପୁରୀରେ ରହି କାର୍ତ୍ତିକ ବ୍ରତ ପାଳନ କରିବା ପାଇଁ ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଇ ନାହିଁ । ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ କଟକଣା ଜାରୀ କରାଯାଇଛି ।

Leave A Reply