ସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି୧୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

0 108

ପଶ୍ଚିମବଙ୍ଗ ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ୧୫ଟି ଜିଲ୍ଲାରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply