ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସାଙ୍ଗକୁ ବଜ୍ରପାତ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା

0 70

ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସାଙ୍ଗକୁ ବଜ୍ରପାତ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଳାରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

rain
rain


ଗତ ୨୪ ଘଣ୍ଟା ମଧ୍ୟରେ ଜୟପାଟଣା, କେନ୍ଦୁଝର, ଉମରକୋଟଠାରେ ୪ ସେଣ୍ଟିମିଟର ଲେଖାଏଁ ବର୍ଷା ରେକର୍ଡ କରାଯାଇଛି ।

Leave A Reply