ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ସୁରକ୍ଷା ପ୍ରସଙ୍ଗକୁ ନେଇ ବିଧାନସଭାରେ ଉଦବେଗ ପ୍ରକାଶ ପାଇଛି । କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ରତ୍ନଭଣ୍ଡାର ସୁରକ୍ଷିତ ଅଛି ନା ନାହିଁ ସେ ସମ୍ପର୍କରେ ରାଜ୍ୟ ସରକାର ସ୍ପଷ୍ଟ କରିବାକୁ କହିଥିଲେ । ରଘୁବୀର ଦାସଙ୍କ ରିପୋର୍ଟ ଗୃହରେ ଉପସ୍ଥାପନ କରାଯିବା ସହ ଏ ନେଇ ବାଚସ୍ପତି ରୁଲିଂ ପ୍ରଦାନ କରିବାକୁ ବିଧାୟକ ସନ୍ତୋଷ ସିଂହ ସାଲୁଜା ଦାବି କରିଥିଲେ ।
ସେ କହିଥିଲେ ରାଜ୍ୟ ସରକାର ବିଭିନ୍ନ ପ୍ରସଙ୍ଗରେ ଏ ପର୍ଯ୍ୟନ୍ତ ୨୪ଟି କମିଶନ ଗଠନ କରି କୋଟି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ତେବେ ଏଥିରୁ ୮ଟି କମିଶନଙ୍କ ରିପୋର୍ଟ ଗୃହରେ ଉପସ୍ଥାପନ କରାଯାଇନାହିାଁ
Comments are closed, but trackbacks and pingbacks are open.