କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ପରିପ୍ରେକ୍ଷୀର ରାଜ୍ୟ ସରକାର ନବମ ଓ ଏକାଦଶ ଶ୍ରେଣୀର ପାଠପଢ଼ା ବନ୍ଦ କରିଛନ୍ତି

0 2,003

କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ପରିପ୍ରେକ୍ଷୀର ଆଜିଠାରୁ ରାଜ୍ୟ ସରକାର ନବମ ଓ ଏକାଦଶ ଶ୍ରେଣୀର ପାଠପଢ଼ା ବନ୍ଦ କରିଛନ୍ତି । ସ୍କୁଲ ଗୁଡ଼ିକରେ ନବମ ଓ ଏକାଦଶ ଶ୍ରେଣୀ ପାଠପଢ଼ା ତୁରନ୍ତ ବନ୍ଦ କରିବାକୁ ଶିକ୍ଷା ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି ।

ଏହି ନିର୍ଦ୍ଦେଶନାମା ୩୦ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ । ଏହି ଦୁଇ ଶ୍ରେଣୀର ପିଲାମାନେ ହଷ୍ଟେଲ୍‍ କିମ୍ବା ଆବାସିକ ବିଦ୍ୟାଳୟରେ ରହୁଥିଲେ ସେମାନଙ୍କୁ ତୁରନ୍ତ ଘରକୁ ଫେରିଯିବାକୁ କୁହାଯାଇଛି । ଅନ୍ୟ ପକ୍ଷରେ ୧୦ମ ଓ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ପୂର୍ବଭଳି ୨୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ ।

Leave A Reply