ଷୋଳ ପୂଜା ପାଇଁ କଟକ ଚଣ୍ଡୀ ମନ୍ଦିରରେ ସୁନ୍ଦର ସାଜସଜ୍ଜା

0 4,758

କଟକ – ଷୋଳ ପୂଜା ପାଇଁ କଟକ ଚଣ୍ଡୀ ମନ୍ଦିରକୁ ସୁନ୍ଦର ଭାବେ ସାଜ୍ଜ ସଜ୍ଜା କରାଯାଇଛି।

katak chandi

ଏଠାରେ ଷୋଳ ପୂଜା ଅବସରରେ ମାଆଙ୍କର ସ୍ୱତନ୍ତ୍ର ପୂଜାର୍ଚ୍ଚନା ସହ ବେଶ ଅନୁଷ୍ଠିତ ହେଉଛି ।

କଟକ ଚଣ୍ଡୀଙ୍କର ଦର୍ଶନ ଓ ପୂଜାର୍ଚ୍ଚନା ପାଇଁ ଭକ୍ତ ଓ ଶ୍ରଦ୍ଧାଳୁଙ୍କର ଭିଡି ପରିଲକ୍ଷିତ ହେଉଛି । ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ମାଆଙ୍କର ଦର୍ଶନ କରିବା ପାଇଁ ଚଣ୍ଡୀ ମନ୍ଦିରକୁ ଆସୁଛନ୍ତି।

Leave A Reply