Browsing Tag

arsha

ଜାଣନ୍ତୁ ଅର୍ଶର କାରଣ, ଲକ୍ଷଣ ଓ ଏହାର  ନିରାକରଣ

ଅର୍ଶ ରୋଗ ଏକ କଷ୍ଟ ଦାୟକ ରୋଗ । ମଳଦ୍ୱାରରେ ଥିବା ମାଂସପେଶୀର ଦୁର୍ବଳତା, କୋଷ୍ଠକାଠିନ୍ୟ ଯୋଗୁ ହୋଇଥାଏ। ମଳଦ୍ୱାରରେ ଥିବା ପେରିଷ୍ଟୋନିୟମର ଶିରା ସଙ୍କୁଚିତ ହେବା ଦ୍ୱାରା ମଳଦ୍ୱାର ଦୁର୍ବଳ ହୋଇ ମାଂସଗୁଳି ବୃଦ୍ଧି ପାଏ। ମଳ କଠିନ ହେଲେ ଏହା ଫାଟି ରକ୍ତ ପଡେ। ଏହା ଦୁଇପ୍ରକାର- ଭିତର…