ମାଡିଆସୁଛି ସାମୁଦ୍ରିକ ବାତ୍ୟା ତିତିଲି, ଘଣ୍ଟାପ୍ରତି ୧୨୫ କିଲୋମିଟର ରହିବ ପବନର ବେଗ
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ତିତଲି ଧୀରେ ଧୀରେ ଓଡ଼ିଶା ଉପକୂଳ ଆଡକୁ ଗତି କରୁଛି । ଏବେ ଓଡ଼ିଶାର ଗୋପାଳପୁରଠାରୁ ପ୍ରାୟ ୫୦୦ କିଲୋମିଟର ଦକ୍ଷିଣପୂର୍ବ ଦିଗରେ ଓ ଆନ୍ଧ୍ରପ୍ରଦେଶର କଳିଙ୍ଗପଟ୍ଟନମଠାରୁ ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇରହିଛି ।…