ଭଦ୍ରକ ଜିଲ୍ଲା ଧାମନଗର ବିଧାନସଭା ଆସନ ଉପନିର୍ବାଚନ ନଭେମ୍ବର ୬ ତାରିଖରେ ଭୋଟ୍ ଗଣତି କରାଯାଇ ଫଳାଫଳ ପ୍ରକାଶ ପାଇବ…
ଭଦ୍ରକ ଜିଲ୍ଲା ଧାମନଗର ବିଧାନସଭା ଆସନ ଉପନିର୍ବାଚନ ପାଇଁ ଆସନ୍ତାକାଲି ନିର୍ବାଚନ କମିଶନଙ୍କ ବିଧିବଦ୍ଧ ବିଜ୍ଞପ୍ତି ସହ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ । ଆସନ୍ତା ୧୪ ତାରିଖ ନାମାଙ୍କନ ଦାଖଲର ଶେଷଦିନ ଭାବେ ଧାର୍ଯ୍ୟ ହୋଇଥିବା ବେଳେ ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ!-->…