Browsing Tag

bhubaneswar

ଇଟାଲୀରେ ବିବାହ ବନ୍ଧନରେ ବାନ୍ଧି ହେଲେ ଦୀପିକା ଓ ରଣବୀର, ୨ ପ୍ରକାରର ବିବାହ ଉତ୍ସବ

ନୂଆଦିଲ୍ଲୀ . - ବଲିଉଡ୍‌ର ଲୋକପ୍ରିୟ ଅଭିନେତା ଓ ଅଭିନେତ୍ରୀ ରଣବୀର ସିଂ ଓ ଦୀପିକା ପାଦୁକନ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ବିରାଟ ଓ ଅନୁଷ୍କାଙ୍କ ପରି ତାଙ୍କର ବିବାହ ବିଦେଶରେ ହୋଇଛି । ଇଟାଲୀର ଲେକ୍‌ କୋମରେ ତାଙ୍କର ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା । କୋଙ୍କଣୀ ରୀତିନୀତି…

ଚୀନ୍‌କୁ ଚିନି ରପ୍ତାନୀ କରିବ ଭାରତ

ନୂଆଦିଲ୍ଲୀ . - ଆଗାମୀ ବର୍ଷ ପ୍ରାରମ୍ଭରେ ଭାରତରୁ ଚୀନକୁ ଚିନି ରପ୍ତାନୀ ପ୍ରାରମ୍ଭ ହେବ । ୫୦,୦୦୦ ଟନ ଚିନି ରପ୍ତାନୀ ପାଇଁ ଇଣ୍ଡିଆନ ସୁଗାର ବିଲ ଆସୋସିଏସନ ଏବଂ ଚୀନର ସାର୍ବଜନୀନ କ୍ଷେତ୍ରର କମ୍ପାନୀ ସିଓଏସିଓ ମଧ୍ୟରେ ବୁଝାମଣା ହୋଇଛି । ବାଣିଜ୍ୟ ମନ୍ତ୍ରଣାଳୟର ପଦକ୍ଷେପ ଫଳରେ ଏହା…

ଜିଏସଟି ରାଜସ୍ୱ ସଂଗ୍ରହ ଅକ୍ଟୋବର ୨୦୧୮ରେ ଏକ ଲକ୍ଷ କୋଟି ଟଙ୍କା ଟପିଲା

ନୂଆଦିଲ୍ଲୀ. -ଜିଏସଟି ରାଜସ୍ୱର ମୋଟ ସଂଗ୍ରହ ଅକ୍ଟୋବର ୨୦୧୮ରେ ୧,୦୦,୭୧୦ କୋଟି ଟଙ୍କାରେ ପହଁଚିଛି । ଏଥିମଧ୍ୟରୁ ସିଜିଏସଟି ୧୬୪୬୪ କୋଟି ଟଙ୍କା, ଏସଜିଏସଟି ୨୨୮୨୬ କୋଟି ଟଙ୍କା, ଆଇଜିଏସଟି ୫୩୪୧୯ କୋଟି ଟଙ୍କା (ଆମଦାନୀରୁ ସଂଗୃହିତ ହୋଇଥିବା ୨୬୯୦୮ କୋଟି ଟଙ୍କା ସମେତ) ଏବଂ ଉପ ଟିକସ ୮୦୦୦…

ପରିବହନ ଶିକ୍ଷା କ୍ଷେତ୍ରରେ ସହଯୋଗର ବିକାଶ ଲାଗି ଭାରତ, ରୁଷୀୟ ସଂଘ ମଧ୍ୟରେ ବୁଝାମଣା

ନୂଆଦିଲ୍ଲୀ .-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟଙ୍କୁ ରୁଷ ସହିତ 05 ଅକ୍ଟୋବର, 2018ରେ ସ୍ୱାକ୍ଷରିତ ହୋଇଥିବା ବୁଝାମଣାପତ୍ର (MOU) ଏବଂ ଏକ ସହଯୋଗ ବୁଝାମଣା (MOC)ନେଇ ଅବଗତ କରାଯାଇଛି । i). ପରିବହନ ଶିକ୍ଷା କ୍ଷେତ୍ରରେ ସହଯୋଗର ବିକାଶ ଲାଗି…

ମୋଦି  ପ୍ରଶଂସା କଲେ ଓଡ଼ିଶାର ପର୍ଯ୍ୟଟନ ଓ ହକି  ଖେଳକୁ

ଭୁବନେଶ୍ୱର:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍‌କି ବାତ୍‌  କାର୍ଯ୍ୟକ୍ରମରେ ଓଡ଼ିଶାର ପର୍ଯ୍ୟଟନର ଭୂରି ଭୂରି ପ୍ରଶଂସା କରିବା ସହ , କଳିଙ୍ଗଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା   ହକି ବିଶ୍ୱକପ୍‌ କଥା ବି କହିଛନ୍ତି ।   ଓଡିଶାର କଳା ସଂସ୍କୃତି ଓ ପରମ୍ପରା ଅତି ଉନ୍ନତ । ଏଠାରେ…

ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା, ବଢିବ ଶୀତ

କଟକ/ଭୁବନେଶ୍ୱର . – ବଙ୍ଗୋପସାଗରରେ ପଶ୍ଚିମ ଓ କେନ୍ଦ୍ର ଭାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା ଥିବା ଭାରତୀୟ ପାଣିପାଗ ସୂଚନା ଦେଇଛି । ରବିବାରଠାରୁ  ବୁଧବାର ପର୍ଯ୍ୟନ୍ତ ଏହାର ପ୍ରଭାବରେ  ପୁରୀ,…

୨୦୨୨ ସୁଦ୍ଧା କୃଷକମାନଙ୍କ ଆୟ ଦ୍ୱିଗୁଣିତ ହେବ

ନୂଆଦିଲ୍ଲୀ . - ୨୦୨୨ ସୁଦ୍ଧା କୃଷକମାନଙ୍କ ଆୟ ଦ୍ୱିଗୁଣିତ କରିବା ଲାଗି ସରକାର ପ୍ରତିବଦ୍ଧ । ଉତ୍ପାଦକତା ବୃଦ୍ଧି, ଚାଷ ବାବଦ ବ୍ୟୟ ହ୍ରାସ ଏବଂ ବଜାର ବ୍ୟବସ୍ଥା ସମେତ ଫସଲ ପରବର୍ତ୍ତୀ ପରି ପରିଚାଳନାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି । ବିଭିନ୍ନ ବଜାର ସଂସ୍କାର କାର୍ୟ୍ୟକାରୀ…

ଏମ୍ସରେ ବ୍ୟାଟେରୀ ଚାଳିତ ବସ ସେବାର ଆରମ୍ଭ

ନୂଆଦିଲ୍ଲୀ . -କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ.ପି.ନଡ୍ଡା ଆଜି ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ ଠାରେ ବ୍ୟାଟେରୀ ଚାଳିତ ବସ ସେବାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହା ଇଣ୍ଡିଆ ଟିଭିର କଂପାନୀ ସାମାଜିକ ଦାୟିତ୍ୱ (ଉଝଜ) ଅନ୍ତର୍ଗତ ଏକ…

ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ

ନୂଆଦିଲ୍ଲୀ. - ଜଷ୍ଟିସ ରଞ୍ଜନ ଗୋଗୋଇ ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ । ରାଷ୍ଟ୍ରପତି ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି । ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ରଙ୍କ ଅବସର ଗ୍ରହଣ ପରେ ଆସନ୍ତା ଅକ୍ଟୋବର ୩, ୨୦୧୮ରେ ଜଷ୍ଟିସ ଗୋଗୋଇ ନୂତନ କାର୍ୟ୍ୟଭାର…

“ସ୍ୱଚ୍ଛତା ହିଁ ସେବା” ଅଭିଯାନରେ ଅଂଶୀଦାର ହେବାକୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ସ୍ୱଚ୍ଛତା ହିଁ ସେବା ଅଭିଯାନ’ ର ଅଂଶବିଶେଷ ହେବାକୁ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଅକ୍ଟୋବର ୨ ରେ ଗାନ୍ଧୀଜୀଙ୍କ ୧୫୦ତମ ଜୟନ୍ତୀର ଆରମ୍ଭ ହେବ । ଏହି ଦିନ ସ୍ୱଚ୍ଛ ଭାରତ ଅଭିଯାନକୁ ମଧ୍ୟ ଚାରି ବର୍ଷ ପୂରଣ ହେବ । ଏହି…