Browsing Tag

bhubaneswar

ରାଜ୍ୟରେ ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଶୀତ ଲହରୀ

ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ଫୁଲବାଣୀ ଜିଲ୍ଲାର ଦାରିଙ୍ଗିବାଡ଼ିରେ ପ୍ରବଳ ଶୀତ ଅନୁଭୂତ ହେଉଛି । ସେଠାରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ଼ କରାଯାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଉତ୍ତର ପଶ୍ଚିମ ତଥା ଉତ୍ତର ଦିଗରୁ

ଆଜି କେତେକ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା

ଭୁବନେଶ୍ୱର -ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି । ଆଜି କେତେକ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହି ଜିଲ୍ଲାଗୁଡ଼ିକ ହେଉଛି

ରାଜ୍ୟ ସରକାର ଏବେ ଆଉ ୮ ଜଣ ସରକାରୀ ଅଧିକାରୀଙ୍କୁ ସେମାନଙ୍କର ଅନୈତିକତା, ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ…

ରାଜ୍ୟ ସରକାର ଏବେ ଆଉ ୮ ଜଣ ସରକାରୀ ଅଧିକାରୀଙ୍କୁ ସେମାନଙ୍କର ଅନୈତିକତା, ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ଏହି ୮ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩୦ ଜଣଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରିରୁ ବହିଷ୍କାର କରାଯାଇଛି । ଏହି ୮ ଜଣଙ୍କ ମଧ୍ୟରୁ ନିମାପଡ଼ାର

ଆଜି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ – ହେଲେ ହାଇକୋର୍ଟ ଦେଇଛନ୍ତି ଏହି ଗୁରୁତ୍ୱପୂର୍ଣ୍ଣ ରାୟ

ଓଡ଼ିଶା ବନ୍ଦକୁ ନେଇ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ବନ୍ଦ ସମୟରେ ଆନ୍ଦୋଳନକାରୀମାନେ ଜୋର୍‍ ଜବରଦସ୍ତ ଦୋକାନ ବଜାର, ଗାଡ଼ି ଚଳାଚଳ ଆଦି ବନ୍ଦ କରିପାରିବେ ନାହିଁ । ଗଣତନ୍ତ୍ର ପଦ୍ଧତିରେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରିପାରିବେ ବୋଲି ହାଇକୋର୍ଟ ତାଙ୍କ

ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ ମସିହା ପାଇଁ ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାର ଘୋଷଣା

ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ ମସିହା ପାଇଁ ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାର ଘୋଷଣା କରାଯାଇଛି । ଆଜି ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ସାମ୍ମାଦିକ ସମ୍ମିଳନୀରେ ଏ ସଂକ୍ରାନ୍ତରେ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପାଣିଗ୍ରାହୀ ସୂଚନା ଦେଇଛନ୍ତି । ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ

ଦୀପାବଳୀପରେ ଖୋଲିବ ଷଷ୍ଠ ଏବଂ ସପ୍ତମ ଶ୍ରେଣୀ – ଗଣଶିକ୍ଷା ମନ୍ତ୍ରୀ ଦେଲେ ସୂଚନା

ଦୀପାବଳି ପରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ୍‍ ଖୋଳିବ ବୋଲି ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି । ହେଲେ କେବେ ସ୍କୁଲ୍‍ ଖୋଲିବ, ସେନେଇ ବିଚାରବିମର୍ଶ ଚାଲିଥିବା ସେ କହିଛନ୍ତି । ପର୍ଯ୍ୟାୟକ୍ରମେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପାଠପଢ଼ା ପାଇଁ ମଧ୍ୟ ସ୍କୁଲ୍‍ ଖୋଲିବ ।

ପୁରୀ ଶ୍ରୀମନ୍ଦିର ନିମନ୍ତେ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ୧୯୦ କୋଟି ୨୬ ଲକ୍ଷ ଟଙ୍କା ବଜେଟ ଅନୁମୋଦିତ

ପୁରୀ ଶ୍ରୀମନ୍ଦିର ନିମନ୍ତେ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ୧୯୦ କୋଟି ୨୬ ଲକ୍ଷ ଟଙ୍କା ବଜେଟ ଅନୁମୋଦିତ ହୋଇଛି । ମହାରାଜା ଗଜପତି ଦିବ୍ୟସିଂହଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ରାଜସ୍ୱ ସୂତ୍ରରୁ ଆୟ ୧୦୬ କୋଟି ଟଙ୍କା ହେବ

ଅଲିଭ ରିଡ୍‍ଲେ କଇଁଛଙ୍କ ଆଗମନକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ଜିଲ୍ଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର…

ଅଲିଭ ରିଡ୍‍ଲେ କଇଁଛଙ୍କ ଆଗମନକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ଜିଲ୍ଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ନିଷିଦ୍ଧାଞ୍ଚଳରେ ମାଛଧରା ବନ୍ଦ ରଖାଯାଇଛି । ଏହା ଆସନ୍ତାକାଲିଠାରୁ କାର୍ଯ୍ୟକାରୀ ହେବ । ରାଜନଗର ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଏହି ବନ୍ଦ