Browsing Tag

bhubaneswar

ରାଜ୍ୟରେ ଦୀପାବଳି ପରେ ଖୋଲିପାରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ

ଦୀପାବଳି ପରେ ଖୋଲିପାରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ । ରାଜ୍ୟରେ କରୋନା ସଂକ୍ରମଣ କ୍ରମାଗତ ହ୍ରାସ ପାଇବା ସହ ତୃତୀୟ ଲହର ଆଶଙ୍କା କମ୍‍ ଥିବାରୁ ବିଦ୍ୟାଳୟ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଚାର କରାଯାଉଛି । ଆଜି ଗଣମାଧ୍ୟମକୁ ସୂଚନା ଦେଇ ବିଭାଗୀୟ ମନ୍ତ୍ରୀ ସମୀର

କଟକରେ ପ୍ରଥମ ଥର ଲାଗି ଆରମ୍ଭ ହୋଇଛି ଇ-ଟୟଲେଟ୍‍ ବ୍ୟବସ୍ଥା

କଟକ ମହାନଗର ନିଗମ ପକ୍ଷରୁ ସୁଲଭ ପରିମଳ କେନ୍ଦ୍ର ଓ ରିଫ୍ରେଶମେଣ୍ଟ ସେଣ୍ଟରର ଉଦ୍‍ଘାଟନ ହୋଇଛି । କଟକରେ ପ୍ରଥମ ଥର ଲାଗି ଆରମ୍ଭ ହୋଇଛି ଏହି ଇ-ଟୟଲେଟ୍‍ ବ୍ୟବସ୍ଥା । ଲୋକଙ୍କୁ ଏକଟଙ୍କା ଦେୟରେ ଏହି ସୁବିଧା ଯୋଗାଇ ଦିଆଯିବ । ଏହି ସେବା ଓ ରକ୍ଷଣାବେକ୍ଷଣ ମହିଳା ସ୍ୱୟଂ ସହାୟକ ଗୋଷ୍ଠି

ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ମହାବାତ୍ୟାକୁ ୨୨ ବର୍ଷ ପୂରଣ ହୋଇଛି

୧୯୯୯ ମସିହା ଅକ୍ଟୋବର ୨୯ ତାରିଖ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ମହାବାତ୍ୟାକୁ ଆଜି ୨୨ ବର୍ଷ ପୂରଣ ହୋଇଛି । ତେବେ ଏହି ମହାବାତ୍ୟାରେ ଉପକୂଳ ଜିଲ୍ଲା ଜଗତ୍‍ସିଂହପୁର ବେଶ୍‍ ପ୍ରଭାବିତ ହୋଇଥିଲା । ସମଗ୍ର ଜିଲ୍ଲାରେ ବିଶେଷ କରି ଏରସମା ବ୍ଲକରେ ଏହି ପ୍ରଳୟଙ୍କାରୀ ମହାବାତ୍ୟା

ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ

ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଏହା ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ଦକ୍ଷିଣ ଓଡ଼ିଶାର ଗଜପତି, ଗଞ୍ଜାମ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ

ରାଜ୍ୟରେ ସାମାନ୍ୟ ଥଣ୍ଡା ଅନୁଭୂତ

ରାଜ୍ୟରେ ସାମାନ୍ୟ ଥଣ୍ଡା ଅନୁଭୂତ ହେବା ସହ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି । ଓଡ଼ିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିର ତାପମାତ୍ରା ୧୧ଡିଗ୍ରୀ ସେଲ୍‍ସିୟସ୍‍କୁ ଖସି ଆସିଛି । ଗୋଟିଏ ଦିନ ମଧ୍ୟରେ ଏହା ୫ ଡିଗ୍ରୀ ଖସିବା ସହ ଶୀତର ପ୍ରଭାବ ବୃଦ୍ଧି ପାଇଛି । ଅନ୍ୟ

ରାଜ୍ୟରେ ରବିବାର ଠାରୁ ୨ ରୁ ୧୮ ବର୍ଷ ପିଲାଙ୍କୁ କରୋନା ଟିକା ଦେବାପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ବୋଲି ସ୍ୱାସ୍ଥ୍ୟ ଓ…

ରାଜ୍ୟରେ ରବିବାର ଠାରୁ ୨ ରୁ ୧୮ ବର୍ଷ ପିଲାଙ୍କୁ କରୋନା ଟିକା ଦେବାପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀଙ୍କ ସୂଚନା ଦେଇଛନ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଥିନିମନ୍ତେ ଭର୍ଚୁଆଲ ମାଧ୍ୟମରେ ଆଜିଠାରୁ ସ୍ୱାସ୍ଥ୍ୟ

କାର୍ତ୍ତିକ ସୋମବାର ଅବସରରେ ଧବଳଶ୍ୱରରେ ୧୪୪ ଧାରା

କାର୍ତ୍ତିକ ମାସ ପ୍ରଥମ ସୋମବାରରେ ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ପୀଠରେ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି । ଆଠଗଡ଼ ଦେବୋତ୍ତର ପ୍ରଶାସନିକ ମୁଖ୍ୟ ତଥା ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି ଗତକାଲିଠାରୁ ଧବଳେଶ୍ୱର ପୀଠ ଚତୁଃପାଶ୍ୱର୍ରେ ୧୪୪

ସି.ବି.ଏସ୍‍.ଇ ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ଲାଗି ଚଳିତବର୍ଷର ଟର୍ମ ୱାନ୍‍ ବୋର୍ଡ ପରୀକ୍ଷା ନିମନ୍ତେ ସମୟ…

କନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ସି.ବି.ଏସ୍‍.ଇ ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ଲାଗି ଚଳିତବର୍ଷର ଟର୍ମ ୱାନ୍‍ ବୋର୍ଡ ପରୀକ୍ଷା ନିମନ୍ତେ ସମୟ ସାରଣୀ ପ୍ରକାଶ ପାଇଛି । ମିଳିଥିବା ସୂଚନା ଅନୁଯାୟୀ ଦଶମଶ୍ରେଣୀ ପରୀକ୍ଷା ନଭେମ୍ବର ୩୦ରୁ ଏବଂ ଦ୍ୱାଦଶ ପରୀକ୍ଷା ଡିସେମ୍ବର ୧

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଜଗତ୍‍ସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ…

ଉତ୍ତର ଓଡ଼ିଶାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ,

ଓଡ଼ିଶା ସବୁଠାରୁ ଆଗୁଆ-କେନ୍ଦ୍ର ସରକାରଙ୍କ ଇ-ଶ୍ରମ ପୋର୍ଟାଲରେ ପଞ୍ଜୀକୃତ ଶ୍ରମିକଙ୍କ ମଧ୍ୟରେ ଅନ୍ୟ ରାଜ୍ୟଗୁଡ଼ିକ…

କେନ୍ଦ୍ର ସରକାରଙ୍କ ଇ-ଶ୍ରମ ପୋର୍ଟାଲରେ ପଞ୍ଜୀକୃତ ଶ୍ରମିକଙ୍କ ମଧ୍ୟରେ ଅନ୍ୟ ରାଜ୍ୟଗୁଡ଼ିକ ତୁଳନାରେ ଓଡ଼ିଶା ସବୁଠାରୁ ଆଗୁଆ ରହିଛି । କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଭୂପିନ୍ଦର ଯାଦବ ଟୁଇଟ୍‍ ଯୋଗେ ଏହି ସୂଚନାଦେଇଛନ୍ତି । ସେ କହିଛନ୍ତି, ଏହି ପୋର୍ଟାଲରେ ଏପର୍ଯ୍ୟନ୍ତ ଓଡ଼ିଶାର ସବୁଠାରୁ