ସେପ୍ଟେମ୍ବର ୧୫ ତାରିଖରୁ ଅନାଥ ପିଲାମାନଙ୍କୁ ଆଉ ଆଶୀର୍ବାଦ ଯୋଜନାରେ ସାମିଲ କରାଯିବ ନାହିଁ
ସେପ୍ଟେମ୍ବର ୧୫ ତାରିଖରୁ ଅନାଥ ପିଲାମାନଙ୍କୁ ଆଉ ଆଶୀର୍ବାଦଯୋଜନାରେ ସାମିଲ କରାଯିବ ନାହିଁ । ଚଳିତ ମାସ ୧୫ ପରେ ଅଭିଭାବକଙ୍କୁ ହରାଉଥିବା ଶିଶୁ ପୂର୍ବ ପରି ଶିଶୁ ସୁରକ୍ଷା ଯୋଜନାର ଆଇନ୍ରେ ସାମିଲ ହେବେ ନାହିଁ । ଆଜି ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଏ!-->…