Browsing Tag

Breaking News Odisha

ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ସ୍ଥିତି ଯାଞ୍ଚ୍‍ କରିବା ପାଇଁ ଭାରତୀୟ
ପ୍ରତ୍ନତତ୍ତ୍ୱ ବିଭାଗ ଏକ ଚିଠି

ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ସ୍ଥିତି ଯାଞ୍ଚ୍‍ କରିବା ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଏକ ଚିଠି ରାଜ୍ୟ ଆଇନ୍‍ ବିଭାଗ ଓ ଶ୍ରୀମନ୍ଦିର ପ୍ରଶାସନକୁ ଦେଇଥିବା ନେଇ ସୂଚନା ମିଳିବା ପରେ ଏ ସଂପର୍କରେ ପ୍ରତିକ୍ରିୟା ରଖିଛନ୍ତି ଆଇନ୍‍ ମନ୍ତ୍ରୀ ଜଗନ୍ନାଥ ସାରକା । ଏହି ଚିଠି ରାଜ୍ୟ

ରାଜ୍ୟର ବିଭିନ୍ନ ଦେବଦେବୀ ପୀଠରେ ମକର ସଂକ୍ରାନ୍ତି କରୋନା କଟକଣା ମଧ୍ୟରେ ଅନୁଷ୍ଠିତ -ମା’ ତାରିଣୀ ମନ୍ଦିରକୁ ବନ୍ଦ୍…

ରାଜ୍ୟର ବିଭିନ୍ନ ଦେବଦେବୀ ପୀଠରେ ମକର ସଂକ୍ରାନ୍ତି କରୋନା କଟକଣା ମଧ୍ୟରେ ଅନୁଷ୍ଠିତ ହେବ । ଏହି ଅବସରରେ ଭିଡ଼କୁ ଦୃଷ୍ଟିରେ ରଖି କେନ୍ଦୁଝର ଘଟଗାଁ ସ୍ଥିତ ମା’ ତାରିଣୀ ମନ୍ଦିରକୁ ବନ୍ଦ୍ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ସ୍ୱତନ୍ତ୍ର ରିଲିଫ୍‍ କମିଶନର ଓ କେନ୍ଦୁଝର ଜିଲ୍ଲାପାଳଙ୍କ ଚିଠି

ସମଗ୍ର ରାଜ୍ୟରେ ବୁଷ୍ଟର ଡୋଜ୍‍ ବା ପ୍ରିକସନାରୀ ଡୋଜ୍‍ ଟିକାକରଣ ଆରମ୍ଭ

ସମଗ୍ର ରାଜ୍ୟରେ ରୁ ବୁଷ୍ଟର ଡୋଜ୍‍ ବା ପ୍ରିକସନାରୀ ଡୋଜ୍‍ ଟିକାକରଣ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ସମ୍ମୁଖଯୋଦ୍ଧା, ସ୍ୱାସ୍ଥ୍ୟକର୍ମୀ, ଡାକ୍ତର ଓ ୬୦ ବର୍ଷରୁ ଊଦ୍ଧ୍ୱର୍ ବହୁବିଧ ରୋଗରେ ପୀଡିତ ନାଗରିକଙ୍କୁ ଏହି ଡୋଜ୍‍ ଦିଆଯାଉଛି । କୋ-ୱିନ୍‍ ପୋର୍ଟାଲ ଓ ଆରୋଗ୍ୟ ସେତୁ ଆପ୍‍

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଏକାମ୍ର ଅଞ୍ଚଳରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଏକାମ୍ର ଅଞ୍ଚଳରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିପାଇଁ ୧୦୩ କୋଟି ଟଙ୍କା ବିନିଯୋଗ ହୋଇଛି । ଏଥିରେ ଏକାମ୍ର ଅଞ୍ଚଳର ବିକାଶ ପାଇଁ ପୁରୁଣା ଭୁବନେଶ୍ୱରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ଧଉଳି ଶାନ୍ତି ସ୍ତୂପର

ଆସନ୍ତା ଜାନୁୟାରୀ ୧୦ ତାରିଖରୁ କଟକରେ ସ୍ୱାସ୍ଥ୍ୟକର୍ମୀ, ବରିଷ୍ଠ ନାଗରିକ ଏବଂ ବହୁବିଧ ରୋଗରେ ପୀଡିତ ବ୍ୟକ୍ତିଙ୍କୁ…

ଆସନ୍ତା ଜାନୁୟାରୀ ୧୦ ତାରିଖରୁ କଟକରେ ସ୍ୱାସ୍ଥ୍ୟକର୍ମୀ, ବରିଷ୍ଠ ନାଗରିକ ଏବଂ ବହୁବିଧ ରୋଗରେ ପୀଡିତ ବ୍ୟକ୍ତିଙ୍କୁ କରୋନା ବୁଷ୍ଟର ଡୋଜ୍‍ ପ୍ରଦାନ କରାଯିବ । ଏ ନେଇ କଟକ ମହାନଗର ନିଗମର ଡେପୁଟୀ କମିଶନର କହିଛନ୍ତି କେଉଁ ସମୟରେ କିଏ ଏହି ଟିକା ନେଇପାରିବେ ଖୁବ୍‍ ଶୀଘ୍ର ତାହାର ସବିଶେଷ

ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ

ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ ପାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ କେନ୍ଦୁଝର, ସୁନ୍ଦରଗଡ଼, କୋରାପୁଟ, ବଲାଙ୍ଗିର ଏବଂ ମାଲକାନଗିରିର କେତେକ ଅଞ୍ଚଳରେ ଘନକୁହୁଡ଼ି ପରିଲକ୍ଷିତ ହୋଇଥିଲା । ଉପକୂଳବର୍ତ୍ତୀ ଜିଲ୍ଲା କଟକ ଏବଂ ଖୋର୍ଦ୍ଧାର

ଧାନ ବିକ୍ରି କରିବା ପାଇଁ ଚାଷୀମାନେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ଦୃଷ୍ଟିଦେବାକୁ…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଚାଷୀମାନଙ୍କ ସୁବିଧା ନିମନ୍ତେ ଅଧିକରୁ ଅଧିକ ସଂଖ୍ୟକ ମହିଳା ସ୍ୱୟଂସହାୟକ ଗୋଷ୍ଠୀ, ଆର୍‍ଏମ୍‍ସି ଏବଂ କୃଷି ବିପଣୀ ସଂସ୍ଥାମାନଙ୍କୁ ନିୟୋଜିତ କରିବା ପାଇଁ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଜିଲ୍ଲାପାଳ, ଜିଲ୍ଲା ଯୋଗାଣ ଅଧିକାରୀ ଏବଂ ସମବାୟ ବିଭାଗ

ଭୋଟର ପରିଚୟପତ୍ର ସହିତ ଆଧାର ନମ୍ବର ସଂଯୋଗ

ଭୋଟର ପରିଚୟପତ୍ର ସହିତ ଆଧାର ନମ୍ବର ସଂଯୋଗ ସଂପର୍କିତ ବିଧେୟକ ଲୋକସଭାରେ ଗୃହୀତ ହୋଇଛି । ନିର୍ବାଚନ ଆଇନ ସଂଶୋଧନ ବିଧେୟକ ୨୦୨୧କୁ ଆଇନମନ୍ତ୍ରୀ କିରେନ୍‍ ରିଜିଜୁ ଗୃହରେ ଆଗତ କରିଥିବା ବେଳେ ଏହା ବାଚନିକ ଭୋଟରେ ଗୃହୀତ ହୋଇଥିଲା । ବିଧେୟକ ବ୍ୟବସ୍ଥା ଅନୁଯାୟୀ ପ୍ରତ୍ୟେକ ମତଦାତାଙ୍କ

ରାଜ୍ୟରେ ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଶୀତ ଲହରୀ

ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ଫୁଲବାଣୀ ଜିଲ୍ଲାର ଦାରିଙ୍ଗିବାଡ଼ିରେ ପ୍ରବଳ ଶୀତ ଅନୁଭୂତ ହେଉଛି । ସେଠାରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ଼ କରାଯାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଉତ୍ତର ପଶ୍ଚିମ ତଥା ଉତ୍ତର ଦିଗରୁ

ରାଜ୍ୟର ଦୀର୍ଘତମ ସେତୁର ଉଦ୍‍ଘାଟନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଳାର ବଡ଼ମ୍ବାଗୋପୀନାଥପୁରଠାରେ ମହାନଦୀ ଉପରେ ରାଜ୍ୟର ଦୀର୍ଘତମ ସେତୁର ଉଦ୍‍ଘାଟନ କରିଛନ୍ତି । ୩ କିଲୋମିଟର ୪୦୦ ମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ ଅକ୍ଷର ‘ଟି’ ଭଳି । ଏଥିପାଇଁ ୧୧୧ କୋଟି ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ୨୦୧୪ ମସିହାରେ ଏହାର