ଡାକ୍ତରୀ ଓ ଇଞ୍ଜିନିୟରିଂ ପବେଶିକା ପରୀକ୍ଷା ନିମନ୍ତେ ମାଗଣାରେ କୋଚିଂ-ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ…
ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ‘ଛାତ୍ର ପ୍ରୋତ୍ସାହନ ଯୋଜନା’ର ଶୁଭାରମ୍ଭ ହୋଇଛି । ଏହି ଯୋଜନାରେ ପ୍ରତ୍ୟେକ ବର୍ଷ ରାଜ୍ୟର ୩୨୦ ଜଣ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କୁ ଡାକ୍ତରୀ ଓ ଇଞ୍ଜିନିୟରିଂ ପବେଶିକା ପରୀକ୍ଷା ନିମନ୍ତେ ମାଗଣାରେ କୋଚିଂ ଦିଆଯିବ!-->…