Browsing Tag

breakingnews

ଆଗାମୀ ୧୯ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା

ଉପକୂଳରେ ତାପମାତ୍ରା ସାମାନ୍ୟ ହ୍ରାସ ଘଟିଥିବାବେଳେ ପଶ୍ଚିମ ଓ ଆଭ୍ୟନ୍ତର ଓଡିଶାରେ ପ୍ରବଳ ଗ୍ରୀଷ୍ମ ଲହରି ଅବ୍ୟାହତ ରହିଛି । ତେବେଆଗାମୀ ୧୯ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ବଢୁଥିବାରୁ ଏହା ରାଜ୍ୟର ତାପମାତ୍ରାକୁ ହ୍ରାସ କରିପାରେ ବୋଲି ପୂର୍ବାନୁମାନ କରାଯାଇଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୈଶାଖ ବୁଦ୍ଧ ପୂର୍ଣ୍ଣିମା ଅବସରରେ ଆଜି ନେପାଳର ଲୁମ୍ବିନୀ ପରିଦର୍ଶନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୈଶାଖ ବୁଦ୍ଧ ପୂର୍ଣ୍ଣିମା ଅବସରରେ ଆଜି ନେପାଳର ଲୁମ୍ବିନୀ ପରିଦର୍ଶନ । ନେପାଳ ପ୍ରଧାନମନ୍ତ୍ରୀ ଶେର୍‍ ବାହାଦୂର ବେଓବାଙ୍କ ନିମନ୍ତ୍ରଣକ୍ରମେ ଶ୍ରୀ ମୋଦୀ ସେଠାକୁ ଯାଉଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ପବିତ୍ର ବୁଦ୍ଧ ଜୟନ୍ତୀ ଉପଲକ୍ଷେ ମାୟାଦେବୀ