ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ ଦ୍ୱାରା ୨୬ତମ ଦିବସରେ ୧୫୦ ଆଇଡିଆ ସଂଗ୍ରହ
ଛାତ୍ରଛାତ୍ରୀଙ୍କ ଠାରୁ ଆଇଡ଼ିଆ ସଂଗ୍ରହ ସଂଖ୍ୟା ୩୦୦୦ ପାର କଲା
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ମଙ୍ଗଳବାର ଯାତ୍ରାର ୨୬ତମ ଦିବସରେ ୧୫୦ ଆଇଡିଆ ସଂଗ୍ରହ କରିଛି । ଷ୍ଟାର୍ଟଅପ ଭ୍ୟାନ ଗୁଡ଼ିକ ଖୋର୍ଦ୍ଧା ଜିଲ୍ଲାର ୫ଟି!-->!-->!-->…