Browsing Tag

carona

କରୋନା ପାଇଁ ହ୍ୱାଟସ୍‌ଆପ୍‌ ନମ୍ବର ଲଞ୍ଚ୍‌ କଲେ ସରକାର -9013151515

ନୂଆଦିଲ୍ଲୀ - କରୋନା ପାଇଁ କେନ୍ଦ୍ର ସରକାର ଏକ ହ୍ୱାଟ୍‌ସ୍‌ଆପ୍‌ ନମ୍ବର ଲଞ୍ଚ କରିଛନ୍ତି । 9013151515 ନମ୍ବର କରୋନା ପାଇଁ ସରାକାରୀ ହ୍ୱାଟସ୍‌ଆପ୍‌ ନମ୍ବର । ଏଥିରେ କେହି ବି କରୋନା ସମ୍ପର୍କୀତ ବିଭିନ୍ନ ତଥ୍ୟ ଜାଣି ପାରିବେ । MyGov Corona Helpdesk ଏହାକୁ ତିଆରି କରାଯାଇଛି । ଏହା…

କରୋନା ପାଇଁ ବାବା ରାମଦେବଙ୍କ ପରାମର୍ଶ- ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ କରନ୍ତୁ ଏହି କାମ

ଭୁବନେଶ୍ୱର - ଏବେ ସାରା ବିଶ୍ୱରେ କରୋନା ଭାଇରସ୍‌ ବା କୋଭିଡ୍‌୧୯ ଆତଙ୍କ ସୃଷ୍ଟି କରିଛି । ରୋଗ ପ୍ରତିରୋଧକ ଶକ୍ତି ନଥିବା, ଓ ବୟସ୍କ ବ୍ୟକ୍ତିଙ୍କୁ ଏହା ବେଶୀ ଆକ୍ରାନ୍ତ କରୁଛି । ହୃଦରୋଗ, ମଧୁମେହ ବା ଡାଇବେଟିସ୍ , ଶ୍ୱାସ ବା ଆସ୍‌ଥମା ଥିବା ବ୍ୟକ୍ତିଙ୍କ ପାଇଁ ଏହି ବେଶୀ ବିପଦଜନକ ।…

କରୋନା ପାଇଁ ରାଜ୍ୟରେ ଏ ସବୁ ଉପରେ କଟକଣା ଜାରି, ସୁରକ୍ଷା ପାଇଁ ମାର୍ଗଦର୍ଶିକା ଜାରି କଲେ ସରକାର

ଭୁବନେଶ୍ୱର ୧୩।୦୩-ବର୍ତ୍ତମାନସୁଦ୍ଧା ଓଡ଼ିଶାରେ କୌଣସି ବ୍ୟକ୍ତି କରୋନା ଭୂତାଣୁଦ୍ୱାରା ସଂକ୍ରମିତ ହୋଇଥିବା ଜଣାପଡ଼ି ନ ଥିଲେ ମଧ୍ୟ ବିଶ୍ୱବ୍ୟାପୀ ବିଶେଷକରି ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ  ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି କୋଭିଡ଼୍‍-୧୯କୁ ବିପର୍ଯ୍ୟୟ…

ଆକ୍ଟର ଟମ୍‌ ହାଙ୍କ ତାଙ୍କ ପତ୍ନୀ ରୀତା ଓ୍ୱିଲସନ୍‌ଙ୍କୁ କରୋନା ସଙ୍କ୍ରମଣ

ସିଡ୍‌ନୀ - ହଲିଉଡ୍ର ଆକ୍ଟର ଟମ୍‌ ହାଙ୍କ ଓ ତାଙ୍କର ପତ୍ନୀ ରୀତି ଓ୍ୱିଲସନ୍‌ଙ୍କ କରୋନା ସଙ୍କ୍ରମଣ ହୋଇଛି । ସେମାନେ ଅଷ୍ଟ୍ରେଲିଆକୁ ଏକ ସିନେମା ସୁଟିଂରେ ଆସିଥିବା ବେଳେ ଏହି ସଙ୍କ୍ରମଣ ହୋଇଛି । ଗୋଟିଏ ହଲିଉଡ୍‌ ସିନେମାରେ ସୁଟିଂ ଅଷ୍ଟ୍ରେଲିଆର ବିଭିନ୍ନ ସ୍ଥାନରେ ହେଉଛି ।…

କରୋନା ନ ବ୍ୟାପିବା ପାଇଁ ନିଅନ୍ତୁ ଏହି ପଦକ୍ଷେପ – ସରକାର ଜାରି କଲେ ମାର୍ଗ ଦର୍ଶିକା

ମାସ୍କ ବ୍ୟବହାର କଲେ ଭଲ ମାତ୍ର କରୋନା ଭାଇରସ୍ ବ୍ୟାକ୍ଟେରିଆଠାରୁ ସାନା। ଏହା ମାସ୍କରେ ଥିବା ଛିଦ୍ର ମଧ୍ୟ ଦେଇ ଯିବାର ସମ୍ଭାବନା ଅଛି । ତେଣୁ ମାସ୍କ ବ୍ୟବହାର କରିବା ପରେ ଏହାକୁ ଠିକ୍‌ ବାବରେ ନଷ୍ଟ କରିବା ଆବଶ୍ୟକ । ତେବେ ଥଣ୍ଡା ଓ ଛିଙ୍କ ହେଉଥିବା ବ୍ୟକ୍ତି ମାସ୍କ…

କରୋନାରୁ ସୁରକ୍ଷା – ପୁରୀରେ ବିଦେଶୀ ପର୍ଯ୍ୟଟକ ଆସୁଥିବାରୁ ସରକାର ନେଲେ ଏହି ପଦକ୍ଷେପ

କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପୁରୀରେ ବ୍ୟାପକ ପଦକ୍ଷେପ ନିଆଯାଇଛି । ପୁରୀକୁ ପ୍ରତିଦିନ ବିଦେଶୀ ପର୍ଯ୍ୟଟକ ଆସୁଥିବାରୁ ଜିଲ୍ଲା ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏଥିସହ ହୋଟେଲମାନଙ୍କୁ ମଧ୍ୟ ମାର୍ଗଦର୍ଶିକା ଜାରି କରାଯାଇଛି । ବିଦେଶୀ…

ସିଙ୍ଗାପୁରରୁ ଆସିଥିବା ଓଡ଼ିଆ ଦମ୍ପତିଙ୍କୁ କରୋନା ସନ୍ଦେହ -ଏସ୍‌ସିବିରେ ଭର୍ତ୍ତି

କଟକ -- ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭୂତାଣୁରେ ଆମ ଦେଶର ପାଖାପାଖି ୫ଜଣ ଆକ୍ରାନ୍ତ ହୋଇଥିବା ଚିହ୍ନଟ କରାଯାଇଛି। ଏହି ପରିପ୍ରେକ୍ଷୀରେ ଦେଶବାସୀଙ୍କୁ ଆଶ୍ୱାସନା ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଭୂତାଣୁକୁ ନେଇଆତଙ୍କିତ ହେବାର କୌଣସି କାରଣ ନାହିଁ ବୋଲି…