ବନ୍ୟା ପ୍ରଭାବିତ କେରଳରେ ସିବିଏସଇ ଛାତ୍ରମାନଙ୍କୁ ଡିଜିଟାଲ ସାର୍ଟିଫିକେଟ ଓ ମାର୍କସିଟ ଦିଆଯିବ
ନୂଆଦିଲ୍ଲୀ.- କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ଏହାଦ୍ୱାରା ମାନ୍ୟତା ପ୍ରାପ୍ତ ବିଦ୍ୟାଳୟର ସେହି ଛାତ୍ରମାନଙ୍କ ପାଇଁ ବିଶେଷ ସୁବିଧା ରୂପେ ଡିଜିଟାଲ ପ୍ରମାଣପତ୍ର ଏବଂ ଅଙ୍କ ତାଲିକା ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛି ଯେଉଁମାନଙ୍କର ବୋର୍ଡ ପରୀକ୍ଷାର କାଗଜପତ୍ର ଯେପରିକି…