Browsing Tag

CHAIRMAN STATE BANK OF INDIA

ଏସ୍‌ବିଆଇ ପକ୍ଷରୁ ସଶସ୍ତ୍ର ବଳ ଯୁଦ୍ଧ ଆହତ କଲ୍ୟାଣ ପାଣ୍ଠିକୁ ୨ କୋଟି ଟଙ୍କାର ସହାୟତା ପ୍ରଦାନ

ଭୁବନେଶ୍ୱର: ଭାରତର ସର୍ବବୃହତ ଋଣ ପ୍ରଦାନକାରୀ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ) ପକ୍ଷରୁ ସଶସ୍ତ୍ର ବଳ ଯୁଦ୍ଧ ଆହତ କଲ୍ୟାଣ ପାଣ୍ଠି (ଏଏଫ୍‌ବିସିଡବ୍ଲୁଏଫ୍‌)କୁ ୨ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ଯୁଦ୍ଧ ବା ଲଢ଼େଇ ସମୟରେ ଆହତ ହୋଇଥିବା ସଶସ୍ତ୍ର ସେନା ଯବାନ ଓ ସେମାନଙ୍କ