ଓଡ଼ିଶାରେ ଚାକିରି ବୟସ ୪୪ ବର୍ଷକୁ ବୃଦ୍ଧି ପାଇଁ ବିଧାନସଭାରେ ଦାବି
ଭୁବନେଶ୍ୱର . - ରାଜ୍ୟରେ ବେକାରୀ ସଂଖ୍ୟା ବୃଦ୍ଧି ପାଉଥିବାରୁ ସରକାରୀ ଚାକିରିରେ ପ୍ରବେଶ ବୟସ ସୀମା ବୃଦ୍ଧି କରିବା ଲାଗି ଉଭୟ ଶାସକ ଓ ବିରୋଧୀଦଳର ସଦସ୍ୟମାନେ ଦାବି କରିଛନ୍ତି। ଗତକାଲି ବିଧାନସଭାର ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ବିରୋଧୀଦଳ ନେତା ପ୍ରଦୀପ୍ତ ନାୟକ କହିଥିଲେ ଯେ …