ଲୋକ ପ୍ରିୟ କଣ୍ଠଶିଳ୍ପୀ ଚିତ୍ତଜେନାଙ୍କର ପରଲୋକ,
ଭୁବନେଶ୍ୱର . – ଓଡିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ଚିତ୍ତଜେନାଙ୍କର ପରଲୋକ ଘଟିଛି । ସୋମବାର ବିଳମ୍ବିତ ରାତି ପ୍ରାୟ ୨ ସମୟରେ ତାଙ୍କର ପରଲୋକ ହୋଇଛି । ହୃଦ ଯନ୍ତ୍ର ଜନିତ ସମସ୍ୟା ଯୋଗୁଁ ୨ ବର୍ଷ ତଲେ ତାଙ୍କର ଛାତିରେ ଅସ୍ତ୍ରପୋଚାର କରାଯାଇଥିଲା ।
ଚିତ୍ତଜେନାଙ୍କ ମୃତ୍ୟୁ ଶଯ୍ୟା ନିକଟରେ…