ରାଜ୍ୟରେ ୩୦ ହଜାର ସ୍ଥାନରେ କରୋନା ଟିକାକରଣ – ରାଜ୍ୟ ସରକାର
ଭୁବନେଶ୍ୱର - ରାଜ୍ୟରେ କରୋନା ଟିକାକରଣ ଯୋଜନା ଚୂଡାନ୍ତ ହୋଇଛି । ରାଜ୍ୟ ସରକାର ଟିକାକରଣ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଥିବା ବେଳେ ଟିକାକରଣ ପାଇଁ ୩୦ ହଜାର ସ୍ଥାନ ଚିହ୍ନଟ କରିଛନ୍ତି । କେନ୍ଦ୍ର କ୍ୟାବିନେଟ୍ ସଚିବ ରାଜୀବ ଗୌବାଙ୍କ ସହ କରୋନା ଟୀକା ପ୍ରସ୍ତୁତି ବୈଠକରେ ଏନେଇ ସୂଚନା …