ବାତ୍ୟା ବୁଲବୁଲ ପଶ୍ଚିମବଙ୍ଗ ବଙ୍ଗଳାଦେଶ ଆଡକୁ ମୁଁହଉଛି
ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ “ବୁଲ୍ବୁଲ୍” ଘୂର୍ଣ୍ଣିଝଡ଼ରେ ପରିଣତ ହୋଇଛି। ଏହା ସମୁଦ୍ର ମଧ୍ୟରେ ଘଣ୍ଟା ପ୍ରତି ୫ କିଲୋମିଟର ବେଗରେ ଉତ୍ତର ଦିଗକୁ ଗତିକରୁଛି ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା…