ପଦ୍ମଶ୍ରୀ ଡି ପ୍ରକାଶ ରାଓଙ୍କ ସ୍ୱାସ୍ଥ୍ୟାବସ୍ଥା କଥା ପଚାରି ବୁଝିଲେ ସ୍ୱାସ୍ଥ୍ୟମନ୍ତ୍ରୀ
କଟକ . - ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଗୁରୁବାରରେ କଟକ ବଡ଼ ମେଡିକାଲ୍ରେ ଚିକିତ୍ସାଧୀନ ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କୁ ଭେଟିବା ସହ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି । ପଦ୍ମଶ୍ରୀ ରାଓଙ୍କ…