Browsing Tag

didi

 ଓଡ଼ିଶାରେ ମମତା ବାନାର୍ଜୀ

ପୁରୀ ୨୭।୦୨।୨୦୨୦ - ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ।  ସେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିବାର  କରିଛନ୍ତି ।  ୩ ଦିନ ଧରି ସେ ପୁରୀରେ ଅବସ୍ଥାନ କରିବେ ବୋଲି ଜଣାପଡ଼ିଛି । ତାଙ୍କ ନିରାପତ୍ତା ଲାଗି କଡ଼ା ପୁଲିସ୍‍ ବ୍ୟବସ୍ଥା…