ଫସଲବୀମା ଯୋଜନା ରଥ, ଏକର ପିଛା ୩୯୫ ଟଙ୍କା
ପୁରୀ . - ପୁରୀ ଜିଲ୍ଲାରେ ଗୁରୁବାରରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ସଚେତନତା ରଥର ଶୁଭାରମ୍ଭ କରାଯାଇଛି । ଏହି ରଥ ଜିଲ୍ଲାର ୧୧ଟି ବ୍ଲକ୍ ଅନ୍ତର୍ଗତ ୨୬୮ଟି ଗ୍ରାମପଞ୍ଚାୟତରେ ଯୋଜନା ସମ୍ପର୍କରେ ପ୍ରଚାର କରିବା ସହିତ ଚାଷୀମାନଙ୍କୁ ଫସଲବୀମା ଭୁକ୍ତ ଲାଗି ଉତ୍ସାହିତ କରିବ ।
ଚଳିତ…