କେମିତି କରିବେ ମାଲପୁଆ
ଆବଶ୍ୟକ ସାମଗ୍ରୀ
ଅଟା – ଆବଶ୍ୟକ ପରିମାଣରେ
କଦଳୀ – ୨ଟି
ଚିନି – ଆବଶ୍ୟକ ପରିମାଣରେ
ଗୁଜୁରାତି ଗୁଣ୍ଡ – ୧ଚାମଚ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ଏକ ପାତ୍ରରେ ଅଟା ,ପାଣି , କଦଳୀ, ଚିନି, ଗୁଜୁରାତି ଗୁଣ୍ଡ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏବେ କଡ଼େଇରେ ତେଲ ଗରମ…