Browsing Tag

Ganjam

ରାଜ୍ୟର ବିଭିନ୍ନ ଜିଲ୍ଲାରେ କେମିତି ପାଳନ ହୋଇଛି ଦଶହରା ଜାଣନ୍ତୁ

ସାରା ରାଜ୍ୟରେ ଅତ୍ୟନ୍ତ ଶ୍ରଦ୍ଧା, ଭକ୍ତି ଓ ନିଷ୍ଠାର ସହ ଦଶହରାପାଳନ କରାଯାଉଛି । ଦଶହରା ଲାଗି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କୁପାରମ୍ପରିକରୀତି ମତେ ରାଜାଧିରାଜ ବା ସୁନାବେଶରେ ସଜ୍ଜିତ କରାଯିବାନୀତି ସମ୍ପନ୍ନ ହୋଇଛି । ପବିତ୍ର ବିଜୟା ଦଶମୀ ଅବସରରେ ସମଗ୍ର ସୁବର୍ଣ୍ଣପୁର

ଶ୍ରୀକ୍ଷେତ୍ର ପୁରୀରେ ଆଜି ପ୍ରସିଦ୍ଧ ଗୋସାଣୀଯାତ ଅନୁଷ୍ଠିତ ହେଉଛି

ଶ୍ରୀକ୍ଷେତ୍ର ପୁରୀରେ ଆଜି ପ୍ରସିଦ୍ଧ ଗୋସାଣୀଯାତ ଅନୁଷ୍ଠିତ ହେଉଛି । ଷୋଳପୂଜା ପରେ ଦଶହରା ପରଦିନ ଏକାଦଶୀ ତିଥିରେ ସିଂହଦ୍ୱାରସମ୍ମୁଖରେ ଦେବୀମାନଙ୍କର ଯେଉଁ ମେଳଣ ହୁଏ ତାହାକୁ ଗୋସାଣୀଯାତ ବୋଲି କୁହାଯାଇଥାଏ । ପୀଠରେ ବିସର୍ଜନ କରାଯିବା ପରେ ମୃଣ୍ମୟୀ ମୂର୍ତ୍ତିମାନଙ୍କୁ ମେଳଣ ଉଦେଶ୍ୟରେ

୧୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ

ପଶ୍ଚିମ ମ୍ୟାଁମାର ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ପୂର୍ବାହ୍ନ ସୁଦ୍ଧା ଏକ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ୧୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆସନ୍ତା ଶନିବାର ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା
ଓ କନ୍ଧମାଳ ଜିଲ୍ଲାରେ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର

ଦକ୍ଷିଣ ଅଣ୍ଡାମାନ ସାଗରରେ ଆସନ୍ତାକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି କଟକ, ଖୋର୍ଦ୍ଧା,ଯାଜପୁର, ଭଦ୍ରକ, କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ ଦେବଗଡ଼ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀର ପ୍ରଭାବପରିଲକ୍ଷିତ

ରାଜ୍ୟରେ ଏଣିକି ସବ୍‍ଇନିସ୍‍ପେକ୍ଟର ବା ଏସ୍‍ଆଇ ମାନେ ଫାଣ୍ଡି ଦାୟିତ୍ୱରେ ରହିବେ

ରାଜ୍ୟରେ ଏଣିକି ସବ୍‍ଇନିସ୍‍ପେକ୍ଟର ବା ଏସ୍‍ଆଇ ମାନେ ଫାଣ୍ଡି ଦାୟିତ୍ୱରେ ରହିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । କମିଶନରେଟ୍‍ ପୁଲିସ୍‍ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୁଲିସ୍‍ ଓ ରେଲ୍‍ୱେ ପୁଲିସ୍‍ ଦ୍ୱାରା ପରିଚାଳିତ

ସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି୧୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ପଶ୍ଚିମବଙ୍ଗ ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର,