ଓଡିଶା ରସଗୋଲାକୁ ଜିଆଇ ଟ୍ୟାଗ ମଳିଛି
ଓଡିଶା ରସଗୋଲାକୁ ଜିଆଇ ଟ୍ୟାଗ ମଳିଛି ଚେନ୍ନାଇ ଜିଆଇ ଟ୍ୟାଗ ଅଫିସ୍ ପକ୍ଷରୁ ଏହି ସୂଚନା ସହ ସାର୍ଟିଫିକେଟ ପ୍ରଦାନ କରାଯାଇଛି । ପୂର୍ବରୁ ଓଡିଶା ଓ ପଶ୍ଚିମବଙ୍ଗମ ମଧ୍ୟରେ ରସଗୋଲାକୁ ନେଇ ବିବାଦ ରହିଥିଲା । ୨୦୧୭ ମସିହାର ବଙ୍ଗଳା ରସଗୋଲାକୁ ଜିଆଇ ଟ୍ୟାଗ ମିଳିଥିଲା । ଏହି ବିବାଦ ଅଧିକ…