ମୋଦିଙ୍କୁ ବିଲ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ତରଫରୁ ‘ଗ୍ଲୋବାଲ ଗୋଲକିପର’ ପୁରସ୍କାର ପ୍ରଦାନ
ନ୍ୟୁୟର୍କ- ସ୍ୱଚ୍ଛ ଭାରତ ଅଭିଯାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଲ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ତରଫରୁ ‘ଗ୍ଲୋବାଲ ଗୋଲକିପର’ ପୁରସ୍କାର ପ୍ରଦାନ କରାଯାଇଛି । ତେବେ ଯେଉଁ ଭାରତୀୟମାନେ ସ୍ୱଚ୍ଛ ଭାରତ ଅଭିଯାନକୁ ଏକ ଜନ ଆନ୍ଦୋଳନରେ ପରିଣତ କରିଛନ୍ତି ଏବଂ ଏହାକୁ ତାଙ୍କ…