ରାଜ୍ୟରେ ଗତ ଦୁଇ ତିନି ଦିନ ଧରି ଲଗାଣ ବର୍ଷା ଯୋଗୁଁ ସୃଷ୍ଟପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହାକୁ ରାଜ୍ୟ…
ରାଜ୍ୟରେ ଗତ ଦୁଇ ତିନି ଦିନ ଧରି ଲଗାଣ ବର୍ଷା ଯୋଗୁଁ ସୃଷ୍ଟ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି । ରିଲିଫ୍ କୋଡ୍ ଅନୁଯାୟୀ କ୍ଷତିଗ୍ରସ୍ତଙ୍କୁ ସହାୟତା ଯୋଗାଇଦେବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ନିର୍ଦ୍ଦେଶ!-->…