Browsing Tag

INDIA NEWS

ଉଠିଲା ସପ୍ତାହନ୍ତ ଲକ୍‌ଡାଉନ୍‌ କଟକଣା – ରାତି ୧୦ଟା ଯାଏଁ ଖୋଲିଲା ଦୋକାନ ବଜାର, ଅକ୍ଟୋବର ଏକ ପର୍ଯ୍ୟନ୍ତ…

ଭୁବନେଶ୍ୱର - ନୂଆ କରୋନା ମାର୍ଗଦର୍ଶିକା ଜାରି କରାଯିବା ପରେ ସେପ୍ଟେମ୍ବର ଏକ ତାରିଖରୁ ଠାରୁ ରାଜ୍ୟରେ ଏହା ଲାଗୁ ହୋଇଛି । ଏହା ଅକ୍ଟୋବର ପହିଲା ପର୍ଯ୍ୟନ୍ତ ବଳବତ୍ତର ରହିବ । ଗତକାଲି ଏସ୍‍.ଆର୍‍.ସି. ପ୍ରଦୀପ କୁମାର ଜେନାସୂଚନା ଦେଇ କହିଥିଲେ, ସେପ୍ଟେମ୍ବର ପହିଲାରୁ ରାଜ୍ୟର କୌଣସି

ଏବେ ଦେଶରେ ବେଆଇନ ଭାବେ ରହୁଥିବା ବିଦେଶୀ ହେବେ ବାହର

ନୂଆଦିଲ୍ଲୀ .- ଭାରତରେ ବହୁ ଦିନରୁ ବେଆଇନ୍‍ ଭାବେ ବସବାସ କରୁଥିବା ଲୋକଙ୍କୁ ବାହାର କରିଦିଆଯିବ । ଅନ୍ତର୍ଜାତୀୟ ଆଇନ୍‍ ଆଧାରରେ ଏଭଳି ପଦକ୍ଷେପ ନିଆଯିବ ବୋଲି ଗୃହମନ୍ତ୍ରୀ ଅମିତ ଶାହା ସୂଚନା ଦେଇଛନ୍ତି । ରାଜ୍ୟସଭାରେ ଆସାମରେ କାର୍ଯ୍ୟକାରୀ ହେବାକୁ ଯାଉଥିବା ରାଷ୍ଟ୍ରୀୟ ନାଗରିକତା…

ବାତ୍ୟା ‘ପେଥାଇ’ ଦୁର୍ବଳ , ରାଜ୍ୟରେ ବର୍ଷା ସମ୍ଭାବନା , ବଢିବ ଶୀତ

ଭୁବନେଶ୍ୱର . - ବଙ୍ଗୋପସାରରେ ସୃଷ୍ଟ ଲଘୁଚାପ ସମୁଦ୍ର ଭିତରେ ଭୀଷଣ ବାତ୍ୟାରେ ପରିଣତ ହେବା ପରେ ଦୁର୍ବଳ ହୋଇଯାଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ଅପରାହ୍ନରେ ଆନ୍ଧ୍ରପ୍ରଦେଶର କାକିନାଡା‌ରେ ସ୍ଥଳଭାଗକୁ ଛୁଇଁବ। ସ୍ଥଳଭାଗ ପହଞ୍ଚିବା ପରେ‘ପେଥାଇ’ ଅବପାତରେ ପରିଣତ ହୋଇଯିବ।…

ମାଲ୍ୟାଙ୍କ ରାହୁ ମହାଦଶା, ହରାଇଲେ ଲଣ୍ଡନରେ ଥିବା ତାଙ୍କର ସୁନା ଶୌଚାଳୟ ଥିବା କୋଠା

ନୂଆଦିଲ୍ଲୀ : ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସମୟ ଏବେ ଭଲ ଚାଲିନାହିଁ । ବୋଧହୁଏ ରାହୁ ମହାଦଶା ଚାଲିଛି । ଗୋଟିଏ ପଟେ ଭାରତ ସରକାର ତାଙ୍କୁ ଜେଲରେ ଭର୍ତ୍ତି କରିବାକୁ ଅନେଇ ବସିଛନ୍ତି । ଅନ୍ୟପଟେ ସେ କୋର୍ଟରେ ବିଭିନ୍ନ ମାମଲା ହାରି ଚାଲିଛନ୍ତି । ଭାରତରେ ବିଭିନ୍ନ ସମ୍ପତ୍ତି ହାରିବା ପରେ…

ଏୟାରସେବା ୨.୦ ଆରମ୍ଭ

ନୂଆଦିଲ୍ଲୀ . - କେନ୍ଦ୍ର ବେସାମରିକ ବିମାନ ଚଳାଚଳ ଏବଂ ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରୀ ସୁରେଶ ପ୍ରଭୁ ଏବଂ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ସିହ୍ନା ସୋମବାର ଦିଲ୍ଲୀରେ ଏୟାରସେବା ୨.୦ ୱେବ ପୋର୍ଟାଲର ବିକଶିତ ଭର୍ସନର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ବେସାମରିକ…

ହିମାଳୟ ରାଜ୍ୟ ଆଂଚଳିକ ପରିଷଦ ଗଠିତ

ନୂଆଦିଲ୍ଲୀ . - ଭାରତୀୟ ହିମାଳୟ ଅଂଚଳରେ ନିରନ୍ତର ବିକାଶକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ନୀତି ଆୟୋଗ “ହିମାଳ ରାଜ୍ୟ ଆଂଚଳିକ ପରିଷଦ” ଗଠନ କରିଛନ୍ତି । ନିର୍ଦ୍ଦିଷ୍ଟି କ୍ଷେତ୍ରରେ କାର୍ୟ୍ୟଖସଡ଼ା ପ୍ରସ୍ତୁତ କରିବା ଲାଗି ୫ଟି କାର୍ୟ୍ୟକାରୀ ଗୋଷ୍ଠୀ ଗଠନ କରାଯାଇଥିଲା । ଏହି ଗୋଷ୍ଠୀ…

ସାପ ଖେଳ ଦେଖି ଜୀବନ ଗଲା, ଦେଖନ୍ତୁ ଭିଡିଓ

ନେଲୋର . - ଆନ୍ଧ୍ର ପ୍ରଦେଶର ନେଲୋରରେ ଜଣେ ବ୍ୟକ୍ତି ସାପ ଖେଳ ଦଖି ପ୍ରାଣ ହରାଇଛନ୍ତି । ତେବେ ସାପ ଖେଳ ଖାଲି ଦେଖିବା ଯୋଗୁଁ ନୁହେଁ ସେହି ସମୟରେ ଖେଳ ଦେଖାଉଥିବା ବ୍ୟକ୍ତି ସାପକୁ ତାଙ୍କ ବେକରେ ପକାଇଥିଲା । ସାପଟି ସେହି ସମୟରେ ତାଙ୍କୁ କାମୁଡି ଦେଇଥିଲା ନେଲୋର ଜିଲାର ସୁଲୁରପେଟ୍ଟା…

ଦୀପିକା ଓ ରଣବୀର ପୋଷ୍ଟ କେଲ ବିବାହର ପ୍ରଥମ ଅଫିସିଆଲ ଫଟୋ

ମୁମ୍ବାଇ .- ଦୀପିକା ପାଦୁକନ ଓ ରଣବୀର ସିଂ ବିବାହ କରିବା ପରେ ସେମାନଙ୍କ ବିବାହ ଫଟୋକୁ ନିଜର ଅଫିସିଆଲ ଆକାଉଣ୍ଟରେ ପୋଷ୍ଟ କରିଛନ୍ତି । ବୁଧବାରରେ କୋଙ୍କଣୀ ରୀତି ନୀତି ଅନୁସାରେ ଦୁଇ ଜଣଙ୍କର ବିବାହ ହୋଇଥିଲା । ଏଥିରେ ଦୀପିକା ପାଦୁକନ ଲାଲ ରଙ୍ଗର ପାଟ ଓ ରଣବୀର ସିଂ ଧଲା କୁର୍ତ୍ତାରେ ନଜର…

ଥରେ ପାକିସ୍ତାନ ପାଇଁ ଖେଳିଥିଲେ ସଚୀନ୍‌ ତେନ୍ଦୁଲକର, ଜାଣନ୍ତୁ କେମିତି

ମୁମ୍ବାଇ .- ଜୀବନରେ ଥରେ ପାକିସ୍ତାନ କ୍ରିକେଟ ଟିମ୍‌ ପାଇଁ ମାଷ୍ଟର ବ୍ଲାଷ୍ଟର ସଚୀନ୍‌ ତେନ୍ଦୁଲକର ଫିଲ୍ଡିଂ କରିଥିଲେ । ସେ ଭାରତ ପାଇଁ ଅନ୍ତର୍ଜାତୀୟ ମ୍ୟାଚ ଖେଳିବା ପୂର୍ବରୁ ମୁମ୍ବାଇରେ ପାକିସ୍ତାନ ଓ ଭାରତ ମଧ୍ୟରେ ଏକ ପ୍ରଦର୍ଶନୀ ମ୍ୟାଚ ହୋଇଥିଲା । ଏହା ମ୍ୟାଚରେ ପାକିସ୍ତାନ ଟିମ୍‌…

୩୬୧ କୋଟି ଟଙ୍କାରେ ବିକ୍ରି ହେଲା ୧୯ କ୍ୟାରେଟର ହୀରା

ଜିନିଭା . - ସ୍ୱିଜରଲାଣ୍ଡରେ ଜିନିଭାଠାରେ ଅନୁଷ୍ଠିତ ଏକ ହୀରା ନିଲାମୀ ରେ ୧୯ କ୍ୟାରେଟ୍‌ର ଏକ ହୀରା ୩୬୧ କୋଟି ଟଙ୍କାରେ ବିକ୍ରି ହୋଇଛି । ଏପରି ଦରରେ ହୀରା ବିକ୍ରି ହେବା ଏହା ଏକ ବିଶ୍ୱ ରେକର୍ଡ ସୃଷ୍ଟି କରିଛି । ଏହି ହୀରାଟି ଦକ୍ଷିଣ ଆଫ୍ରିକାର ହୀରଖଣିରୁ ମିଳିଥିଲା । ଜିନିଭାର…