ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି -ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲା ପାଇଁ କାଳବୈଶାଖୀ ଜନିତ ଝଡ଼ବର୍ଷା ନେଇ ୟେଲୋ…
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲା ପାଇଁ କାଳବୈଶାଖୀ ଜନିତ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହି ସମୟରେ କୁଆପଥର ମାଡ଼ ସହ ୪୦ରୁ ୫୦ କିଲୋମିଟର!-->!-->!-->!-->!-->!-->!-->…