Browsing Tag

INDIA NEWS

୧୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉଚ୍ଚନ୍ୟାୟାଳୟ ଓ ଏହାର ସମସ୍ତ କାର୍ଯ୍ୟାଳୟ ବନ୍ଦ

୧୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉଚ୍ଚନ୍ୟାୟାଳୟ ଓ ଏହାର ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ । ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ଓ ହାଇକୋର୍ଟର ବହୁ କର୍ମଚାରୀ କରୋନା ସଂକ୍ରମିତ ହେବା ଘଟଣାକୁ ବିଚାରକୁ ନିଆଯାଇ ଉଚ୍ଚ ନ୍ୟାୟାଳୟ ପକ୍ଷରୁ ପ୍ରକାଶିତ ସାନି ବିଜ୍ଞପ୍ତିରୁ ଏହା ଜଣାପଡିଛି ।

ରାଜ୍ୟର ବିଭିନ୍ନ ଦେବଦେବୀ ପୀଠରେ ମକର ସଂକ୍ରାନ୍ତି କରୋନା କଟକଣା ମଧ୍ୟରେ ଅନୁଷ୍ଠିତ -ମା’ ତାରିଣୀ ମନ୍ଦିରକୁ ବନ୍ଦ୍…

ରାଜ୍ୟର ବିଭିନ୍ନ ଦେବଦେବୀ ପୀଠରେ ମକର ସଂକ୍ରାନ୍ତି କରୋନା କଟକଣା ମଧ୍ୟରେ ଅନୁଷ୍ଠିତ ହେବ । ଏହି ଅବସରରେ ଭିଡ଼କୁ ଦୃଷ୍ଟିରେ ରଖି କେନ୍ଦୁଝର ଘଟଗାଁ ସ୍ଥିତ ମା’ ତାରିଣୀ ମନ୍ଦିରକୁ ବନ୍ଦ୍ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ସ୍ୱତନ୍ତ୍ର ରିଲିଫ୍‍ କମିଶନର ଓ କେନ୍ଦୁଝର ଜିଲ୍ଲାପାଳଙ୍କ ଚିଠି

ଦେଶରେ ଏପର୍ଯ୍ୟନ୍ତ ୫ ହଜାର ୪୮୮ ଜଣ ଓମିକ୍ରନ ରେ ସଂକ୍ରମିତ -ରାଜ୍ୟରେ….

ରାଜ୍ୟରେ ଗୋଟିଏ ଦିନରେ ୩୦ଟି ଜିଲ୍ଲାରୁ ଆଉ ୧୦ ହଜାର ୫୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଙ୍ଗରୋଧରୁ ୫ ହଜାର ୮୩୩ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୪ ହଜାର ୨୨୬ ଜଣ ଥିବାବେଳେ ୧୮ବର୍ଷ ବୟସ ମଧ୍ୟରେ ୮୭୨ ଜଣ ଚିହ୍ନଟ ହୋଇଛନ୍ତି । ଏହି ନୂଆ ସଂକ୍ରମିତଙ୍କୁ

ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ-ବାଲେଶ୍ୱର, ଗଞ୍ଜାମ ଜିଲ୍ଲାର ସମସ୍ତ…

ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ । କେବଳ ପାଳିଆ ସେବାୟତ ଏବଂ କର୍ମଚାରୀଙ୍କୁ ମନ୍ଦିର ଭିତରକୁ ପ୍ରବେଶ ଅନୁମତି ମିଳିବ । ମନ୍ଦିର ବିଶୋଧନ କାର୍ଯ୍ୟ ପାଇଁ ବନ୍ଦ ରହିଛି । ସେହିପରି ଗଞ୍ଜାମ ଜିଲ୍ଲାର ସମସ୍ତ ମନ୍ଦିରରେ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ଼ ଜିଲ୍ଲାରେ ଇବ୍‍ ନଦୀର କୋପସିଂହା ଓ କୁଡ଼ାବଗାରେ ୪୯୩ କୋଟି ଟଙ୍କା ବ୍ୟୟରେ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ଼ ଜିଲ୍ଲାରେ ଇବ୍‍ ନଦୀର କୋପସିଂହା ଓ କୁଡ଼ାବଗାରେ ୪୯୩ କୋଟି ଟଙ୍କା ବ୍ୟୟରେ ଦୁଇଟି ନଦୀବନ୍ଧ ନିର୍ମାଣର ଶୁଭ ଦେଇଛନ୍ତି । ଭର୍ଚୁଆଲ୍‍ ମୋଡ୍‍ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଫାଇଭ୍‍-ଟି ସଚିବ

ସମଗ୍ର ରାଜ୍ୟରେ ବୁଷ୍ଟର ଡୋଜ୍‍ ବା ପ୍ରିକସନାରୀ ଡୋଜ୍‍ ଟିକାକରଣ ଆରମ୍ଭ

ସମଗ୍ର ରାଜ୍ୟରେ ରୁ ବୁଷ୍ଟର ଡୋଜ୍‍ ବା ପ୍ରିକସନାରୀ ଡୋଜ୍‍ ଟିକାକରଣ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ସମ୍ମୁଖଯୋଦ୍ଧା, ସ୍ୱାସ୍ଥ୍ୟକର୍ମୀ, ଡାକ୍ତର ଓ ୬୦ ବର୍ଷରୁ ଊଦ୍ଧ୍ୱର୍ ବହୁବିଧ ରୋଗରେ ପୀଡିତ ନାଗରିକଙ୍କୁ ଏହି ଡୋଜ୍‍ ଦିଆଯାଉଛି । କୋ-ୱିନ୍‍ ପୋର୍ଟାଲ ଓ ଆରୋଗ୍ୟ ସେତୁ ଆପ୍‍

ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଛି

ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଫୁଲବାଣୀଠାରେ ସର୍ବନିମ୍ନ ତାପମାତ୍ରା ୮ ଦଶମିକ ୬ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ଼ କରାଯାଇଛି । ଏହାସହ ଅନୁଗୁଳ, କଳାହାଣ୍ଡି, ମାଲକାନଗିରି ଓ ଗଜପତି ଜିଲ୍ଲାର କେତେକ ଅଞ୍ଚଳରେ ଘନକୁହୁଡ଼ି ଅନୁଭୂତ ହୋଇଛି । ଆଞ୍ଚଳିକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଏକାମ୍ର ଅଞ୍ଚଳରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଏକାମ୍ର ଅଞ୍ଚଳରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିପାଇଁ ୧୦୩ କୋଟି ଟଙ୍କା ବିନିଯୋଗ ହୋଇଛି । ଏଥିରେ ଏକାମ୍ର ଅଞ୍ଚଳର ବିକାଶ ପାଇଁ ପୁରୁଣା ଭୁବନେଶ୍ୱରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ଧଉଳି ଶାନ୍ତି ସ୍ତୂପର

ଆସନ୍ତା ଜାନୁୟାରୀ ୧୦ ତାରିଖରୁ କଟକରେ ସ୍ୱାସ୍ଥ୍ୟକର୍ମୀ, ବରିଷ୍ଠ ନାଗରିକ ଏବଂ ବହୁବିଧ ରୋଗରେ ପୀଡିତ ବ୍ୟକ୍ତିଙ୍କୁ…

ଆସନ୍ତା ଜାନୁୟାରୀ ୧୦ ତାରିଖରୁ କଟକରେ ସ୍ୱାସ୍ଥ୍ୟକର୍ମୀ, ବରିଷ୍ଠ ନାଗରିକ ଏବଂ ବହୁବିଧ ରୋଗରେ ପୀଡିତ ବ୍ୟକ୍ତିଙ୍କୁ କରୋନା ବୁଷ୍ଟର ଡୋଜ୍‍ ପ୍ରଦାନ କରାଯିବ । ଏ ନେଇ କଟକ ମହାନଗର ନିଗମର ଡେପୁଟୀ କମିଶନର କହିଛନ୍ତି କେଉଁ ସମୟରେ କିଏ ଏହି ଟିକା ନେଇପାରିବେ ଖୁବ୍‍ ଶୀଘ୍ର ତାହାର ସବିଶେଷ

ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ

ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ ପାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ କେନ୍ଦୁଝର, ସୁନ୍ଦରଗଡ଼, କୋରାପୁଟ, ବଲାଙ୍ଗିର ଏବଂ ମାଲକାନଗିରିର କେତେକ ଅଞ୍ଚଳରେ ଘନକୁହୁଡ଼ି ପରିଲକ୍ଷିତ ହୋଇଥିଲା । ଉପକୂଳବର୍ତ୍ତୀ ଜିଲ୍ଲା କଟକ ଏବଂ ଖୋର୍ଦ୍ଧାର