Browsing Tag

INDIA NEWS

ଧାନ ବିକ୍ରି କରିବା ପାଇଁ ଚାଷୀମାନେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ଦୃଷ୍ଟିଦେବାକୁ…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଚାଷୀମାନଙ୍କ ସୁବିଧା ନିମନ୍ତେ ଅଧିକରୁ ଅଧିକ ସଂଖ୍ୟକ ମହିଳା ସ୍ୱୟଂସହାୟକ ଗୋଷ୍ଠୀ, ଆର୍‍ଏମ୍‍ସି ଏବଂ କୃଷି ବିପଣୀ ସଂସ୍ଥାମାନଙ୍କୁ ନିୟୋଜିତ କରିବା ପାଇଁ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଜିଲ୍ଲାପାଳ, ଜିଲ୍ଲା ଯୋଗାଣ ଅଧିକାରୀ ଏବଂ ସମବାୟ ବିଭାଗ

ରାଜ୍ୟରେ ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଶୀତ ଲହରୀ

ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ଫୁଲବାଣୀ ଜିଲ୍ଲାର ଦାରିଙ୍ଗିବାଡ଼ିରେ ପ୍ରବଳ ଶୀତ ଅନୁଭୂତ ହେଉଛି । ସେଠାରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ଼ କରାଯାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଉତ୍ତର ପଶ୍ଚିମ ତଥା ଉତ୍ତର ଦିଗରୁ

ରାଜ୍ୟର ଦୀର୍ଘତମ ସେତୁର ଉଦ୍‍ଘାଟନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଳାର ବଡ଼ମ୍ବାଗୋପୀନାଥପୁରଠାରେ ମହାନଦୀ ଉପରେ ରାଜ୍ୟର ଦୀର୍ଘତମ ସେତୁର ଉଦ୍‍ଘାଟନ କରିଛନ୍ତି । ୩ କିଲୋମିଟର ୪୦୦ ମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ ଅକ୍ଷର ‘ଟି’ ଭଳି । ଏଥିପାଇଁ ୧୧୧ କୋଟି ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ୨୦୧୪ ମସିହାରେ ଏହାର

ଓଡ଼ିଶାରେ ବାୟୁ ସ୍ୱାସ୍ଥ୍ୟ ସେବା ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ମାଲକାନଗିରିକୁ ଏକ ଡାକ୍ତରୀ ଦଳକୁ ନେଇ ପ୍ରଥମ ବିମାନ ଉଡ଼ାଣ ଆରମ୍ଭ

ରାଜ୍ୟରେ ଶୀତର ପ୍ରକୋପ ସାମାନ୍ୟ ହ୍ରାସ ପାଇଛି- ଅଧିକାଂଶ ସ୍ଥାନରେ ଆକାଶ ମେଘୁଆ

ରାଜ୍ୟରେ ଶୀତର ପ୍ରକୋପ ସାମାନ୍ୟ ହ୍ରାସ ପାଇଛି । ଅଧିକାଂଶ ସ୍ଥାନରେ ଆକାଶ ମେଘୁଆ ରହୁଥିବାରୁ ଶୀତର ପ୍ରକୋପ ହ୍ରାସ ପାଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଜୀବନରେ କେଉଁ ଭୁଲ୍‌ ପାଇଁ ପଡେ କେଉଁ ଗ୍ରହଙ୍କ ପ୍ରଭାବ ଜାଣନ୍ତୁ

ଜାଣନ୍ତୁ, କେଉଁ ଭୁଲ ପାଇଁ ଜୀବନରେ ପଡେ ଗ୍ରହମାନଙ୍କ କୁପ୍ରଭାବ କିଛି ଅଭ୍ୟାସ ଏପରି ହୋଇଥାଏ ଯାହା କାରଣରୁ ଗ୍ରହର ଅଶୁଭ ପ୍ରଭାବ ଆମ ଉପରେ ପଡିଥାଏ । ଯେପରି କି ଅଯଥା ପାଣି ନଷ୍ଟ କରିବା । ପାଣି ଅଯଥା ନଷ୍ଟ କରିବା ଦ୍ୱାରା ଚନ୍ଦ୍ରଙ୍କ ଦୋଷ ବଢିଥାଏ । ଚନ୍ଦ୍ରଙ୍କ ଅଶୁଭ ଦୃଷ୍ଟି ପଡିବା

ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ପ୍ରବେଶ କରୁଥିବା ଥଣ୍ଡା ଓ ଶୁଷ୍କବାୟୁ ପ୍ରଭାବରେ ରାଜ୍ୟରେ ରାତ୍ରି ତାପମାତ୍ରା କ୍ରମଶଃ…

ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ପ୍ରବେଶ କରୁଥିବା ଥଣ୍ଡା ଓ ଶୁଷ୍କବାୟୁ ପ୍ରଭାବରେ ରାଜ୍ୟରେ ରାତ୍ରି ତାପମାତ୍ରା କ୍ରମଶଃ ହ୍ରାସ ପାଉଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ରାତ୍ରି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିଥିବାବେଳେ ଉପକୂଳ ଓଡ଼ିଶାରେ ୨ ଡିଗ୍ରୀ ଖସିଛି । dense fog

ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ ମସିହା ପାଇଁ ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାର ଘୋଷଣା

ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ ମସିହା ପାଇଁ ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାର ଘୋଷଣା କରାଯାଇଛି । ଆଜି ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ସାମ୍ମାଦିକ ସମ୍ମିଳନୀରେ ଏ ସଂକ୍ରାନ୍ତରେ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପାଣିଗ୍ରାହୀ ସୂଚନା ଦେଇଛନ୍ତି । ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ

ଦୀପାବଳୀପରେ ଖୋଲିବ ଷଷ୍ଠ ଏବଂ ସପ୍ତମ ଶ୍ରେଣୀ – ଗଣଶିକ୍ଷା ମନ୍ତ୍ରୀ ଦେଲେ ସୂଚନା

ଦୀପାବଳି ପରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ୍‍ ଖୋଳିବ ବୋଲି ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି । ହେଲେ କେବେ ସ୍କୁଲ୍‍ ଖୋଲିବ, ସେନେଇ ବିଚାରବିମର୍ଶ ଚାଲିଥିବା ସେ କହିଛନ୍ତି । ପର୍ଯ୍ୟାୟକ୍ରମେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପାଠପଢ଼ା ପାଇଁ ମଧ୍ୟ ସ୍କୁଲ୍‍ ଖୋଲିବ ।

ପୁରୀ ଶ୍ରୀମନ୍ଦିର ନିମନ୍ତେ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ୧୯୦ କୋଟି ୨୬ ଲକ୍ଷ ଟଙ୍କା ବଜେଟ ଅନୁମୋଦିତ

ପୁରୀ ଶ୍ରୀମନ୍ଦିର ନିମନ୍ତେ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ୧୯୦ କୋଟି ୨୬ ଲକ୍ଷ ଟଙ୍କା ବଜେଟ ଅନୁମୋଦିତ ହୋଇଛି । ମହାରାଜା ଗଜପତି ଦିବ୍ୟସିଂହଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ରାଜସ୍ୱ ସୂତ୍ରରୁ ଆୟ ୧୦୬ କୋଟି ଟଙ୍କା ହେବ