ପୁରୀ ପୌରାଞ୍ଚଳବାସୀ ଏଣିକି ଶ୍ରୀମନ୍ଦିର ଭିତରକୁ ପଶ୍ଚିମ ଦ୍ୱାର ଦେଇ ପ୍ରବେଶ କରିପାରିବେ
ପୁରୀ ପୌରାଞ୍ଚଳବାସୀ ଏଣିକି ଶ୍ରୀମନ୍ଦିର ଭିତରକୁ ପଶ୍ଚିମ ଦ୍ୱାର ଦେଇ ପ୍ରବେଶ କରିପାରିବେ । ପୂର୍ବରୁ ପୁରୀବାସୀଙ୍କ ସମେତ ଅନ୍ୟ ଶ୍ରଦ୍ଧାଳୁମାନେ ସିଂହଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରୁଥିଲେ । କୋଭିଡ୍ କଟକଣା ମଧ୍ୟରେ ଦୁଇ ଡୋଜ୍ ଟିକାର ପ୍ରମାଣପତ୍ର କିମ୍ବା!-->…