ଓଡ଼ିଶା ସବୁଠାରୁ ଆଗୁଆ-କେନ୍ଦ୍ର ସରକାରଙ୍କ ଇ-ଶ୍ରମ ପୋର୍ଟାଲରେ ପଞ୍ଜୀକୃତ ଶ୍ରମିକଙ୍କ ମଧ୍ୟରେ ଅନ୍ୟ ରାଜ୍ୟଗୁଡ଼ିକ…
କେନ୍ଦ୍ର ସରକାରଙ୍କ ଇ-ଶ୍ରମ ପୋର୍ଟାଲରେ ପଞ୍ଜୀକୃତ ଶ୍ରମିକଙ୍କ ମଧ୍ୟରେ ଅନ୍ୟ ରାଜ୍ୟଗୁଡ଼ିକ ତୁଳନାରେ ଓଡ଼ିଶା ସବୁଠାରୁ ଆଗୁଆ ରହିଛି । କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଭୂପିନ୍ଦର ଯାଦବ ଟୁଇଟ୍ ଯୋଗେ ଏହି ସୂଚନାଦେଇଛନ୍ତି । ସେ କହିଛନ୍ତି, ଏହି ପୋର୍ଟାଲରେ ଏପର୍ଯ୍ୟନ୍ତ ଓଡ଼ିଶାର ସବୁଠାରୁ!-->…