ରାଜଧାନୀରେ ସୁରକ୍ଷା ଓ ନିରାପତ୍ତା ବ୍ୟବସ୍ଥାକୁ ଅଧିକ ମଜବୁତ କରିବା ଲାଗି-ଅତ୍ୟାଧୁନିକ ଡ୍ରୋନ୍ କ୍ୟାମେରା
ଅତ୍ୟାଧୁନିକ ଡ୍ରୋନ୍ କ୍ୟାମେରା ରାଜଧାନୀରେ ସୁରକ୍ଷା ଓ ନିରାପତ୍ତା ବ୍ୟବସ୍ଥାକୁ ଅଧିକ ମଜବୁତ କରିବା ଲାଗି କମିଶନରେଟ ପୁଲିସ୍ ପକ୍ଷରୁ ଏକ ଅତ୍ୟାଧୁନିକ ପଦକ୍ଷେପ ନେବାକୁ ନିଷ୍ପତ୍ତି ନିଆଯାଇଛି । ରାଜଧାନୀରେ ୨୪ଘଣ୍ଟିଆ ପଇଁତରା ଲାଗି ୧୫ଟି ଅତ୍ୟାଧୁନିକ ଡ୍ରୋନ୍ କ୍ୟାମେରା କିଣାଯିବ ।…