Browsing Tag

indianews

ଓଡ଼ିଶାରେ ପହଞ୍ଚିଛି କରୋନା ଟିକା – ଏତିକି  ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯାଇ ପାରିବ ଏହି ଟିକା

ବହୁ ପ୍ରତୀକ୍ଷାର ଅନ୍ତ ଘଟି ଶେଷରେ ଆମ ରାଜ୍ୟରେ  ମଙ୍ଗଳବାରରେ  ପହଞ୍ଚିଛି କୋଭିସିଲ୍ଡ କରୋନା ଟିକା । ଆଜି ଅପରାହ୍ନରେ ପୁଣେରୁ ଏକ ସ୍ୱତନ୍ତ୍ର ଘରୋଇ ବିମାନରେ ଏହି ଟିକା ସବୁ ଅଣାଯାଇଛି । ଏଥିପାଇଁ ବ୍ୟାପକ ପ୍ରସ୍ତୁତି ମଧ୍ୟ କରାଯାଇଥିଲା । ସୁରକ୍ଷା ବ୍ୟବସ୍ଥା ଭିତରେ ଟିକାଗୁଡ଼ିକୁ…

କୋଭିଡ୍‍ କଟକଣା ମଧ୍ୟରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ଖୋଲିଛି

କୋଭିଡ୍‍ କଟକଣା ମଧ୍ୟରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ  ଖୋଲିଛି  । ସେହିପରି ଇଞ୍ଜିନିୟରିଂ କଲେଜ, ଓୟୁଏଟି ଏବଂ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ଆଜିଠାରୁ ପାଠପଢ଼ା ଆରମ୍ଭ ହୋଇଛି । ୨୦୨୦-୨୧ ଶିକ୍ଷାବର୍ଷର ୟୁଜି ଏବଂ ପିଜିର ଶେଷବର୍ଷ…

ପ୍ରଧାନମନ୍ତ୍ରୀଙ୍କ ମତ୍ସ୍ୟ ସମ୍ପଦ ଯୋଜନା ଏକ ଯୁଗାନ୍ତକାରୀ ଏବଂ ଦୂରଦୃଷ୍ଟିସମ୍ପନ୍ନ ତଥା ଐତିହାସିକ ପଦକ୍ଷେପ

ଦେଶର ମତ୍ସ୍ୟଜୀବୀମାନଙ୍କ ଆର୍ଥିକ ମେରୁଦଣ୍ଡକୁ ସୁଦୃଢ଼ କରିବାପାଇଁ ପ୍ରଧାନମନ୍ତ୍ରୀଙ୍କ ମତ୍ସ୍ୟ ସମ୍ପଦ ଯୋଜନା ଏକ ଯୁଗାନ୍ତକାରୀ ଏବଂ ଦୂରଦୃଷ୍ଟିସମ୍ପନ୍ନ ତଥା ଐତିହାସିକ ପଦକ୍ଷେପ ବୋଲି କେନ୍ଦ୍ର ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଛନ୍ତି  ।…

ଟିକାକରଣ ଆସନ୍ତା ୧୬ ତାରିଖରୁ ଆରମ୍ଭ ହେବ- ପ୍ରଥମ ପର୍ଯ୍ୟାୟରେ ଏଥିପାଇଁ କୌଣସି ଖର୍ଚ୍ଚ ରାଜ୍ୟସରକାରମାନଙ୍କୁ କରିବାକୁ…

ବିଶ୍ୱବ୍ୟାପୀ ଦେଖାଦେଇଥିବା ମହାମାରୀ କରୋନାକୁ ପ୍ରତିହତ କରିବା ପାଇଁ ଭାରତୀୟ ବୈଜ୍ଞାନିକମାନେ ୨ଟି ଟିକା ବିକଶିତ କରିଛନ୍ତି। ତେବେ ଏହି ଟିକାର ସୁବ୍ୟବସ୍ଥିତ ଟିକାକରଣ ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନ୍ସିଂ…

ମେ ୩ତାରିଖରୁ ରାଜ୍ୟର ମାଟ୍ରିକ ପରୀକ୍ଷା ଆରମ୍ଭ ହେବ

ଆସନ୍ତା ମେ ୩ତାରିଖରୁ ରାଜ୍ୟର ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ଏହା ୧୫ତାରିଖ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମେ’୧୫ରୁ ଆରମ୍ଭ ହୋଇ ଜୁନ ୧୧ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଦଶମଶ୍ରେଣୀ ପିଲାମାନଙ୍କର ପ୍ରାକ୍ଟିକାଲ ପରୀକ୍ଷା ଏପ୍ରିଲ ୨୭ରୁ ମେ’ ୨ତାରିଖ…

ସ୍କୁଲ ଖୋଲିବ-ଆସନ୍ତା ୮ତାରିଖରୁ ରାଜ୍ୟରେ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି

ଆସନ୍ତା ୮ତାରିଖରୁ ରାଜ୍ୟରେ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀ ପାଠପଢ଼ିବାକୁ ଯିବେ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି । ରାଜ୍ୟର ସମସ୍ତ ସରକାରୀ ସାହାଯ୍ୟ ପ୍ରାପ୍ତ ଓ ଘରୋଇ…

ଓଡିଶାରୁ ଜାନୁଆରୀ ୧୦ରୁ ବିଶେଷ ଟ୍ରେନ୍‍

। ଜାନୁଆରୀ ୧୦ରୁ ବିଶେଷ ଟ୍ରେନ୍‍ ପୂର୍ବତଟ ରେଳପଥ ମଧ୍ୟରୁ ୬ ଯୋଡା ଅତିରିକ୍ତ ବିଶେଷ ଟ୍ରେନ୍‍ ଚଳିତମାସ ୧୦ ତାରିଖରୁ ଚଳାଚଳ କରିବ । ଭୁବନେଶ୍ୱରରୁ ପୁଣେ ଏବଂ ତିରୁପତି ସ୍ୱତନ୍ତ୍ର ଟ୍ରେନ୍‍ ଚଳାଚଳ କରିବାକୁ ଥିବାବେଳେ ବିଶାଖାପାଟନମରୁ ସାଇନଗର ସିରିଡି, କୋଲାମ ଏବଂ ଚେନ୍ନାଇ ଏହି…

ହେଲମେଟ ଏବଂ ଫାସ୍‌ଟ୍ୟାଗ ବାଧ୍ୟତାମୂଳକ

ଜାତୀୟ ରାଜପଥ ଗୁଡ଼ିକରୁ ଫାସ୍‍ଟାଗ୍‍ ମାଧ୍ୟମରେ ଶତପ୍ରତିଶତ ଟୋଲ ସଂଗ୍ରହ ଲାଗି ଧାର୍ଯ୍ୟ ସମୟସୀମାକୁ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଫେବୃୟାରୀ ୧୫ ଯାଏଁ ବୃଦ୍ଧି କରିଛନ୍ତି । ଏନେଇ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କୁ ମନ୍ତ୍ରଣାଳୟ ଜଣାଇଛି । ତେବେ ଡିସେମ୍ବର ୨୫ରେ ଆଜିଠାରୁ…

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରାଜ୍ୟବାସୀଙ୍କର ବିଶ୍ୱାସ ଓ ଭରସାର କେନ୍ଦ୍ର କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର…

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରାଜ୍ୟବାସୀଙ୍କର ବିଶ୍ୱାସ ଓ ଭରସାର କେନ୍ଦ୍ର କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ନବକଳେବର ହେବ । ୩୫ଶହ କୋଟି ଟଙ୍କା ବ୍ୟୟରେ ଏହାକୁ ଅତ୍ୟାଧୁନିକ ବିଶ୍ୱସ୍ତରୀୟ ଚିକିତ୍ସା ପ୍ରତିଷ୍ଠାନରେ ପରିଣତ କରାଯିବ । ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ…

ସାରା ରାଜ୍ୟରେ ପ୍ରଚଣ୍ଡ ଶୀତଲହରୀ -୩୧ ତାରିଖ ପରେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ

ସାରା ରାଜ୍ୟରେ ଶୀତ ଲହରି ଜାରି ରହିଛି । ୭ଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ଥିବାବେଳେ ଫୁଲବାଣୀଠାରେ ସର୍ବନିମ୍ନ ତାପମାତ୍ରା ୫ଦଶମିକ୍‍ ୫ ଡିଗ୍ରୀ ରେକର୍ଡ କରାଯାଇଛି । ଅନୁଗୁଳ, ବାରିପଦା, ଝାରସୁଗୁଡ଼ା, ଭବାନୀପାଟଣା, କୋରାପୁଟ, ଦାରିଙ୍ଗବାଡ଼ି ଆଦି ସ୍ଥାନରେ ତାପମାତ୍ରା ୧୦…