Browsing Tag

kandarkela

କନ୍ଦରକେଲା ଜଟିଆବାବା ପାହାଡ଼ରୁ ପଥର ଖସି ୧୦ ଆହତ

ସୁନ୍ଦରଗଡ଼ -- ୨୨।୦୨। ସୁନ୍ଦରଗଡ଼ ଜିଲ୍ଲା ହାତୀବାରି ଥାନା ଅନ୍ତର୍ଗତ କନ୍ଦରକେଲା ଜଟିଆବାବା ପାହାଡ଼ରୁ ପଥର ଖସି ଆଜି ଏକ ଅଘଟଣ ଘଟିଛି। ଶିବରାତ୍ରି ଅବସରରେ ଦର୍ଶନପାଇଁ ଯାଉଥିବାବେଳେ ମନ୍ଦିର ପାଖରେ ପଥର ଖସିବାରୁ ଶିଶୁ ସମେତ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ…