ବନ୍ୟା ବେଳେ ମନ୍ଦିରର ପ୍ରାଙ୍ଗଣରେ ଇଦ୍ ନମାଜ ପାଠ କରିବାକୁ ବ୍ୟବସ୍ଥା କଲେ ମନ୍ଦିର କର୍ତ୍ତୃପକ୍ଷ
କୋଟି.- କେରଳରେ ପ୍ରଳୟଙ୍କରୀ ବନ୍ୟା ଆସିଥିଲା। ଏଥିରେ ଅଧିକାଂଶ ଘର ପାଣିରେ ବୁଡି ରହିଥିଲା । ସାରା ଦେଶ କେରଳର ବନ୍ୟା ପୀଡିତମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲା । ଇଦ୍-ଅଲ୍-ଆଦା ସମୟରେ ବି ଏଠାରେ ଜାତି, ବର୍ଣ୍ଣ, ଧର୍ମ ନିର୍ବିଶେଷରେ ଏକତା ଦେଖିବାକୁ ମିଳିଛି ।
କେରଳର…