ଓଡ଼ିଶାରେ ମମତା ବାନାର୍ଜୀ
ପୁରୀ ୨୭।୦୨।୨୦୨୦ - ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ସେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିବାର କରିଛନ୍ତି । ୩ ଦିନ ଧରି ସେ ପୁରୀରେ ଅବସ୍ଥାନ କରିବେ ବୋଲି ଜଣାପଡ଼ିଛି ।
ତାଙ୍କ ନିରାପତ୍ତା ଲାଗି କଡ଼ା ପୁଲିସ୍ ବ୍ୟବସ୍ଥା…